Only for Entertainment

ଅଦା ଖାଇବା ପୂର୍ବରୁ ଜାଣିରଖନ୍ତୁ କିଛି କଥା

Food Revolution Network
0 49

ଖାଦ୍ୟ ବିଶେଷଜ୍ଞଙ୍କ ମତରେ ଅଦା ଏକ ଉପଯୋଗୀ ପରିବା । ପ୍ରତ୍ୟେକଦିନ ବିଭିନ୍ନ ଖାଦ୍ୟଦ୍ରବ୍ୟରେ ଏହାର ବ୍ୟବହାର କରିବା ସ୍ୱାସ୍ଥ୍ୟ ପାଇଁ ଖୁବ ଉପକାରୀ । ସକାଳୁ ଖାଲିପେଟରେ ଗୋଟିଏ ଗ୍ଲାସ ନଖଉଷୁମ ପାଣିରେ ଅଧ ଚାମଚ ଅଦା ରସ ମିଶାଇ ପିଇଲେ ସମସ୍ତ ପେଟ ସମସ୍ୟା ଦୂର ହୋଇଥାଏ ।

  • ଅଦା ଫୁଟା ପାଣି ପିଇଲେ କାଶ ଦୂର ହେବା ସହ ଶରୀରକୁ ଶକ୍ତି ପ୍ରଦାନ କରେ ।
  • ସକାଳବେଳା ଅଦା ଚା’ ପିଇବା ଖୁବ ଉପକାରୀ ବୋଲି ବିଶେଷଜ୍ଞଙ୍କ ତଥ୍ୟରୁ ଜଣାପଡିଛି ।
  • ଗର୍ଭବତୀ ମହିଳା ଅଦା ଖାଇବା ପୂର୍ବରୁ ଡାକ୍ତରଙ୍କ ପରାମର୍ଶ ନେବା ଉଚିତ । କାରଣ ଗର୍ଭାବସ୍ଥାର ଶେଷ ୩ମାସରେ ଅଦା ଖାଇବା ସ୍ୱସ୍ଥ୍ୟ ପାଇଁ ହାନିକାରକ ହୋଇଥାଏ ବୋଲି କେତେକ ତଥ୍ୟରୁ ପ୍ରକାଶ ।
  • ଓଜନ ନିୟନ୍ତ୍ରଣରେ ରଖିବାକୁ ଚାହୁଁଥିଲେ ବ୍ୟକ୍ତି ଅଦା ଚା’ କିମ୍ବା ଅଦାମିଶ୍ରିତ ପାଣି ପିଇବା ଉତ୍ତମ । ତେବେ ଦୂର୍ବଳ ବ୍ୟକ୍ତି ଅଦା ଉପଯୋଗ ନକରିବା ଉଚିତ ।
  • ରକ୍ତ ସମ୍ପର୍କିତ କୈଣସି ରୋଗରେ ଆକ୍ରାନ୍ତ ଥିବା ବ୍ୟକ୍ତି ଅଦା ଖାଇବା ଅନୁଚିତ ।
Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More