Only for Entertainment

ସେଓ ଖାଇବାର ତୁରନ୍ତ ପରେ ଖାଆନ୍ତୁ ନାହିଁ ଏହି ଜିନିଷ, ଭୋଗି ପାରନ୍ତି ଏ ସବୁ ସମସ୍ୟା

dzivei
0 33

ପ୍ରତିଦିନ ସକାଳେ ଗୋଟିଏ ସେଓ ଖାଇବା ଦ୍ୱାରା ଶରୀରକୁ ଅନେକ ଫାଇଦା ମିଳିଥାଏ । ଶରୀର ରୋଗମୁକ୍ତ ହେବା ସହ ରୋଗ ପ୍ରତିରୋଧକ ଶକ୍ତି ମଧ୍ୟ ବଢ଼ିଥାଏ । କିନ୍ତୁ ଯଦି ଆପଣ ଏହାକୁ ଭୁଲ ସମୟରେ ଖାଉଛନ୍ତି ବା ଭୁଲ ଜିନିଷ ସହ ଖାଉଛନ୍ତି ତେବେ ଶରୀର ଉପରେ ଏହାର ଭଲ ପ୍ରଭାବ ପଡ଼ିବା ଅପେକ୍ଷା ଖରାପ ପ୍ରଭାବ ପଡ଼ିଥାଏ । ଆଜି ଆମେ ଆପଣଙ୍କୁ ଜଣାଇବୁ ସେଓ ଖାଇବାର ତୁରନ୍ତ ପରେ କେଉଁ ସବୁ ଜିନିଷ ଖାଇବା ଅନୁଚିତ ।

  • ସେଓ ଖାଇବା ପରେ ଭୁଲରେ ମଧ୍ୟ ପାଣି ପିଅନ୍ତୁ ନାହିଁ । ଅତି କମରେ ସେଓ ଖାଇବାର ଏକ ଘଣ୍ଟା ପରେ ପାଣି ପିଇବା ପାଇଁ ଚେଷ୍ଟା କରନ୍ତୁ । ଏପରି ନ କରିବା ଦ୍ୱାରା କଫ ସମସ୍ୟା ଦେଖା ଯାଇଥାଏ ।
  • କିଛି ଲୋକ ସେଓ ଖାଇବା ପରେ ଖଟା ଜାତୀୟ ଖାଦ୍ୟ ଖାଇଥାନ୍ତି । ସେଓ ଖାଇବା ପରେ ଆଚାର ବା ଅନ୍ୟ ଖଟାଜାତୀୟ ଖାଦ୍ୟ ଖାଇବା ଦ୍ୱାରା ଗ୍ୟାସ୍‌ ସୃଷ୍ଟି ହୋଇଥାଏ ।
  • ସେଓ ଖାଇବାର ତୁରନ୍ତ ପରେ ମୁଳା ଖାଆନ୍ତୁ ନାହିଁ । ଏପରି କଲେ ଶରୀରରେ ଧଳା ରଙ୍ଗର ଦାଗ ଦେଖା ଯାଇଥାଏ।
Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More