Only for Entertainment

ଜାଣନ୍ତୁ ଆଜିର ରାଶିଫଳ

62

ମେଷ: ନିଜର କାମକୁ ନେଇ ବ୍ୟସ୍ତତାରେ ରହି ପାରନ୍ତି। ବ୍ୟବସାୟର ନୂଆ ଉପାୟ ଗ୍ରହଣ କରନ୍ତୁ ଲାଭ ହେବ। ଟଙ୍କା ପଇସା ନେଣେଦେଣେରେ ସାବଧାନ ଅବଲମ୍ବନ କରନ୍ତୁ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା :୮।

ବୃଷ: ବୟୋଜ୍ୟେଷ୍ଠଙ୍କ ଆଶୀର୍ବାଦ ବରଦାନ ସାବ୍ୟସ୍ତ ହେବ। ପଇସା ସମ୍ବନ୍ଧୀୟ ମାମଲା ସହଜରେ ସମାଧାନ ହେବ। ରାଜନୀତିରେ ସଫଳତା ପାଇବେ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୯।

ମିଥୁନ: ଦିନଟି ସାକାରାତ୍ମକ ଭରା ରହିବ। ଆପଣଙ୍କୁ କୌଣସି ମହତ୍ବପୂର୍ଣ୍ଣ ସୂଚନା ମିଳିପାରେ। ନୂଆ ଲୋକଙ୍କ ସହିତ ପରିଚୟ ହେବ। ବ୍ୟବସାୟରେ ଲାଭ ହେବ। ଶୁଭରଙ୍ଗ: ସବୁଜ। ଶୁଭସ˚ଖ୍ୟା: ୫।

କର୍କଟ: ଆପଣ ଶାନ୍ତ ଓ ଚିନ୍ତା ମୁକ୍ତ ରହିବେ। ଚାକିରିରେ ପଦୋନ୍ନତି ମିଳିପାରେ। ବେପାରୀଙ୍କୁ ଆୟର ନୂଆ ସ୍ରୋତ ମିଳିବ। ପ୍ରିୟଜନଙ୍କୁ ମନର କଥା କହିବେ। ଶୁଭରଙ୍ଗ: କ୍ରୀମ୍‌। ଶୁଭସ˚ଖ୍ୟା: ୬।

ସି˚ହ: ଆପଣଙ୍କ ଜୀବନରେ ଖୁସିର ବର୍ଷା ହେବ। ପ୍ରିୟ ବନ୍ଧୁଙ୍କ ସହିତ ସମୟ ଭଲରେ କଟିବ। କାନୁନ ମାମଲାରେ ଆପଣଙ୍କୁ ଆରାମ ମିଳିବ। ମାନ ପ୍ରତିଷ୍ଠା ବୃଦ୍ଧି ହେବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୭।

କନ୍ୟା: ଆଜି ଆପଣଙ୍କର ଏଭଳି ଲୋକଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ ଯାହାକି ଭବିଷ୍ୟତରେ ସହାୟତା କରିବେ। ଦୂରସ୍ଥାନକୁ ଯାତ୍ରାର ଯାଇପାରନ୍ତି। ଶୁଭରଙ୍ଗ: କଫିରଙ୍ଗ। ଶୁଭସ˚ଖ୍ୟା: ୨।

ତୁଳା: ଦିନଟି ଖୁସି ଭରା ରହିବ। କାର୍ଯ୍ୟ କ୍ଷେତ୍ରରେ ଲାଗି ରହିଥିବା ବିଶୃଙ୍ଖଳା ଦୂର ହେବ। ଉଚ୍ଚ ଅଧିକାରୀ ଆପଣଙ୍କ କାମକୁ ପ୍ରଶ˚ସା କରିବେ। ଧନଲାଭ ହୋଇପାରେ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା:୧।

ବିଛା: ପିତାଙ୍କ ଆଶୀର୍ବାଦରେ ସବୁ କାମ ସଫଳ ହେବ। ସମାଜରେ ମାନ ସମ୍ମାନ ପାଇବେ। ଉନ୍ନତିର ନୂଆ ରାସ୍ତା ଖୋଲିବ। ଛାତ୍ରଙ୍କୁ ପରିଶ୍ରମରେ ସୁଫଳ ମିଳିବ। ଶୁଭରଙ୍ଗ: ବାଦାମୀ। ଶୁଭସ˚ଖ୍ୟା: ୬।

ଧନୁ: ବ୍ୟବସାୟରେ ସଉଦା ଲାଗି ରାଜ୍ୟ ବାହାରକୁ ଯିବେ। ଆବଶ୍ୟକତା ଠାରୁ କାହାରିକୁ ଅଧିକ ବିଶ୍ବାସ କରନ୍ତୁ ନାହିିଁ। ବୈବାହିକ ଜୀବନରେ ମଧୁରତା ଆସିବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା:୫।

ମକର: ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। ମିତ୍ରଙ୍କ ପରାମର୍ଶ କାମରେ ଆସିବ। ରାଜନୀତିରେ ଯୋଗାଯୋଗ ଭଲ ରହିବ। ବ୍ୟବସାୟରେ ବଡ଼ ସଉଦା କରିବେ। ଶୁଭରଙ୍ଗ: କ୍ରୀମ୍‌। ଶୁଭସ˚ଖ୍ୟା: ୩।

 

କୁମ୍ଭ: ପରିବାର ସହିତ ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ। ଚାକିରିଆଙ୍କୁ ଅଫିସରେ ଭଲ ଖବର ମିଳିପାରେ। ଶୁଭରଙ୍ଗ: ଧୂସର। ଶୁଭସ˚ଖ୍ୟା: ୯।

ମୀନ: ଆତ୍ମଚିନ୍ତନରେ ସମୟ ବିତିବ। ନୂଆ କାମ ନୂଆ କୌଶଳରେ କରିବାକୁ ଚେଷ୍ଟା କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ସମାଜ ସେବାରେ ସମୟ ଦେବେ। ଶୁଭରଙ୍ଗ: କ୍ରୀମ୍‌। ଶୁଭସ˚ଖ୍ୟା: ୮।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More