Only for Entertainment

ଜାଣନ୍ତୁ ଆଜିର ରାଶିଫଳ

34

ମେଷ: ଆପଣ ଶାନ୍ତ ଓ ଚିନ୍ତାମୁକ୍ତ ରହିବେ। ପୁରୁଣା ବନ୍ଧୁଙ୍କ ସହିତ ଭେଟ ହେବ। ଜୀବନରେ କିଛି ପରିବର୍ତ୍ତନ ହୋଇପାରେ। ଶୁଭରଙ୍ଗ: ମେରୁନ। ଶୁଭସ˚ଖ୍ୟା: ୪।

ବୃଷ: ଆପଣଙ୍କ ପାଇଁ ଉନ୍ନତିର ପଥ ଖୋଲା ରହିଛି। ଉଚ୍ଚ ଅଧିକାରୀଙ୍କ ଆଗରେ ଆପଣଙ୍କ କଥା ରଖନ୍ତୁ; ସକାରାତ୍ମକ ଫଳ ମିଳିବ। ଛାତ୍ରଙ୍କ ଲାଗି ଦିନଟି ଅନୁକୂଳ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୯।

ମିଥୁନ: ଜୀବନକୁ ସରସ କରିବା ପାଇଁ ଭଲ ସୁଯୋଗ ମିଳିବ। ଅଫିସରେ ଆପଣଙ୍କ କାମରେ ସମସ୍ତେ ଖୁସି ରହିବେ। ବ୍ୟବସାୟରୁ ଲାଭ ମିଳିବାର ଆଶା ରହିଛି। ଶୁଭରଙ୍ଗ: ସବୁଜ। ଶୁଭସ˚ଖ୍ୟା: ୫।

କର୍କଟ: ଆପଣ ସତେଜ ଓ ସକ୍ରିୟ ରହିବେ। ବ୍ୟବସାୟରେ ନୂଆ ନୀତି ପ୍ରୟୋଗ କରିବେ। କୌଣସି ଖାସ୍‌ କାମରେ ଆପଣଙ୍କ ଯଥେଷ୍ଟ ଲାଭ ହେବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୩।

ସି˚ହ: ପୁରୁଣା ବନ୍ଧୁଙ୍କ ସହିତ ଭେଟ ହେବ। ତାଙ୍କ ମାଧୢମରେ ଭବିଷ୍ୟତରେ ସଫଳତା ମିଳିବ। ଦୂର ସ୍ଥାନକୁ ଯାତ୍ରା ଯୋଗ ରହିଛି। ପରିବାରରେ ଖୁସିର ବାତାବରଣ ରହିବ। ଶୁଭରଙ୍ଗ: କମଳା ରଙ୍ଗ। ଶୁଭସ˚ଖ୍ୟା: ୭।

କନ୍ୟା: ଆପଣ ନିଜକୁ ଭଲ ଭାବେ ପ୍ରସ୍ତୁତ କରିବେ। ପୁରୁଣା ମନୋକାମନା ପୂରା ହେବ। ଆର୍ଥିକ ସ୍ଥିତିରେ ସୁଧାର ହେବ। ଜୀବନସାଥୀଙ୍କ ସହିତ ଉତ୍ତମ ତାଳମେଳ ବଜାୟ ରହିବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୨।

ତୁଳା: ଖାସ୍‌ ବ୍ୟକ୍ତିଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେତୁ କ୍ୟାରିୟରରେ ପରିବର୍ତ୍ତନ ହେବ। ବ୍ୟବସାୟରେ ଉନ୍ନତି ହେବ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ। ଶୁଭରଙ୍ଗ: ଘିଅ ରଙ୍ଗ। ଶୁଭସ˚ଖ୍ୟା: ୬।

ବିଛା: ପ୍ରଭୁଙ୍କ ଆରାଧନାରେ ମନ‌େର ସକାରାତ୍ମକ ଶକ୍ତି ସ˚ଚାର ହେବ। ଆପଣଙ୍କ କାମରେ ବରିଷ୍ଠଙ୍କ ସହଯୋଗ ମିଳିବ। ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ। ଶୁଭରଙ୍ଗ: ଲାଲ। ଶୁଭସ˚ଖ୍ୟା: ୮।

ଧନୁ: ଜରୁରୀ କାମରେ ସଫଳତା ପାଇବେ। କ୍ୟାରିୟରରେ ଆଗକୁ ବଢ଼ିବା ପାଇଁ ରାସ୍ତା ଖୋଲିବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜ୍ବଳ ହେବ। ଶୁଭରଙ୍ଗ: ଗୋଲାପୀ। ଶୁଭସ˚ଖ୍ୟା: ୫।

ମକର: ଭାଗ୍ୟ ଆପଣଙ୍କ ସଙ୍ଗରେ ରହିବ। କୌଣସି କାମ ଲାଗି ଯାତ୍ରା ଲାଭଦାୟକ ରହିବ। ଅଫିସରେ ସହକର୍ମୀଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ। ପାରିବାରିକ ଜୀବନ ସୁଖମୟ ହେବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୩।

କୁମ୍ଭ: ଆପଣଙ୍କୁ ଭାଗ୍ୟର ସ˚ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ଶତ୍ରୁଙ୍କୁ ପରାସ୍ତ କରିବେ। ଦାମ୍ପତ୍ୟ ଜୀବନରେ ପରିସ୍ଥିତି ଅନୁକୂଳ ରହିବ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୮।

ମୀନ: ପିତାମାତାଙ୍କ ପରାମର୍ଶ ଆପଣଙ୍କ ଲାଗି ବରଦାନ ସାବ୍ୟସ୍ତ ହେବ। ଅଫିସରେ ପଦୋନ୍ନତି ଲାଗି ନୂଆ ସୁଯୋଗ ମିଳିପାରେ। ଶୁଭରଙ୍ଗ: ଧୂସର। ଶୁଭସ˚ଖ୍ୟା: ୨।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More