Only for Entertainment

ଜାଣନ୍ତୁ ଆଜିର ରାଶିଫଳ

163

ମେଷ: ସମୟ ଆପଣଙ୍କ ପାଇଁ ଅନୁକୂଳ। ଆପଣଙ୍କର କୌଣସି ଜରୁରୀ କାମ ପୂରା ହୋଇଯିବ। ସାମାଜିକ କାର୍ଯ୍ୟ ପାଇଁ ଆପଣଙ୍କୁ ସମ୍ମାନିତ କରାଯାଇପାରେ। ନୂଆ ଘର ବା ଭୂସ˚ପତ୍ତି କିଣିବା ଯୋଗ ରହିଛି। ଦାଂପତ୍ୟ ଜୀବନରେ ମଧୁରତା ଆସିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ରାମଚଣ୍ତୀ।

ବୃଷ: ଆର୍ଥିକ ଲାଭ ଓ ଉନ୍ନତିର ଯୋଗ ପ୍ରବଳ ରହିଛି। ଯୋଜନା କ୍ରିୟାନ୍ବିତ ହେବ। ବିରୋଧୀ ଆପଣଙ୍କ ସମ୍ମୁଖରେ ନତମସ୍ତକ ରହିବେ। ଅଫିସରେ କିଛି ଲୋକ ଆପଣଙ୍କ ପ୍ରତି ଆକର୍ଷିତ ହେବେ। ଜୀବନସାଥୀ ଆପଣଙ୍କ ନିଷ୍କଟତା ଉପରେ ପ୍ରଭାବିତ ହେବେ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀକୃଷ୍ଣ।

ମିଥୁନ: ଖାସ୍‌ ଲୋକଙ୍କ ସହିତ ମିଶିବା ଲାଭପ୍ରଦ ହୋଇପାରେ। ଧନ ସମ୍ବନ୍ଧୀୟ ବାଧାର ସମାଧାନ ଅତିଶୀଘ୍ର ବାହାର କରିନେବେ। ଅଫିସରେ ଆପଣଙ୍କର ସ୍ଥିତି ମଜଭୁତ ହେବ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ଭଲ ରହିବ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଅମ୍ବିକା।

କର୍କଟ: ପ୍ରତ୍ୟେକ କ୍ଷେତ୍ରରେ ଭାଗ୍ୟ ଆପଣଙ୍କୁ ସାଥ ଦେବ। ବ୍ୟବସାୟରେ ସାଥୀଙ୍କ ସହଯୋଗରେ ଆପଣଙ୍କୁ ଫାଇଦା ହେବ। ରାଜନୀତିରେ ଲାଭ ମିଳିବାର ସୁଯୋଗ ମିଳିବ। ଭୂସ˚ପତ୍ତି କିଣି ପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ମାଆ ତାରିଣୀ।

କନ୍ୟା: ଆପଣଙ୍କର କୌଣସି ଜରୁରୀ କାମ ପୂରା ହୋଇଯିବ। ଧନପ୍ରାପ୍ତିର ଯୋଗ ପ୍ରବଳ ରହିଛି। ଚାକିରିରେ ଲାଗି ରହିଥିବା ଚିନ୍ତା ଦୂର ହେବ। ରାଜନୀତିରେ ମହତ୍ତ୍ବାକା˚କ୍ଷା ପୂରା ହେବ। ବିବାହିତ ଲୋକ ବାହାରକୁ ବୁଲି ଯାଇପାରନ୍ତି। ଶୁଭରଙ୍ଗ: ବାଦାମୀ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ତୁଳା: ଦିନଟି ଆପଣଙ୍କ ପାଇଁ ଭଲ ପରିଣାମ ନେଇ ଆସିଛି। ଅଫିସରେ ସ୍ଥଗିତ ଥିବା କାମ ଅତିଶୀଘ୍ର ପୂରା ହେବ। କୌଣସି ନୂଆ ଅନୁବନ୍ଧରେ ଆପଣଙ୍କୁ ଲାଭ ହେବ। ମହିଳାମାନେ ପରିଧାନ ଶୈଳୀ ପ୍ରତି ବିଶେଷ ଧୢାନ ଦେବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବୁଢ଼ୀଠାକୁରାଣୀ।

ବିଛା: ଆପଣଙ୍କର ଧୢାନ ପୂଜାପାଠରେ ଲଗାଇବେ। ଆପଣଙ୍କୁ କୌଣସି ଶୁଭ ସମାଚାର ମିଳିବ। ଅଫିସ କାମରେ ସହର ବାହାରକୁ ଯାଇପାରନ୍ତି। ନୂଆ କୌଶଳ ଆପଣାନ୍ତୁ, ବେପାରରେ ବୃଦ୍ଧି ହେବ। ବୈବାହିକ ଜୀବନରେ ଖୁସି ବଜାୟ ରହିବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଦୁର୍ଗା।

ଧନୁ: ଅଧିକାରୀମାନଙ୍କ ସହିତ ବ୍ୟବହାରରେ ସାବଧାନତା ଅବଲମ୍ବନ କରନ୍ତୁ। ରାଜନୈତିକ ପ୍ରଭାବ ବୃଦ୍ଧି ହେବ। ବ୍ୟବସାୟ ବୃଦ୍ଧି ଲାଗି ବରିଷ୍ଠଙ୍କ ସହିତ ଆଲୋଚନା କରିବେ। ସ୍ବାସ୍ଥ୍ୟରେ ଅବନତି ଦେଖାଦେବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଆଖଣ୍ତଳମଣି।

ମକର: ଠିକ୍‌ ସମୟରେ ଉଚିତ ନିଷ୍ପତ୍ତି ନେବେ। ସରକାରୀ ନେଣଦେଣରେ ଆପଣଙ୍କୁ ଲାଭ ମିଳିବ। ଲୋକମାନଙ୍କ ମଧୢରେ ଆପଣଙ୍କ ଛବି ଅଲଗା ଦେଖାଯିବ। ଘରୋଇ ଜୀବନରେ ପ୍ରେମପୂର୍ଣ୍ଣ ବାତାବରଣ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀକୃଷ୍ଣ।

 

କୁମ୍ଭ: ପ୍ରଭୁଙ୍କ ସ୍ମରଣରେ ଆତ୍ମ ସନ୍ତୋଷ ମିଳିବ। ବୟୋଜ୍ୟେଷ୍ଠଙ୍କ ପ୍ରତି ମନରେ ପ୍ରେମଭାବ ରହିବ। ଯୁବକଙ୍କ ଲାଗି ଉନ୍ନତିର ନୂଆ ଦ୍ବାର ଖୋଲିପାରେ। ଆପଣଙ୍କ ଦାଂପତ୍ୟ ଜୀବନରେ ମଧୁରତାରେ ପୂର୍ଣ୍ଣ ରହିବ। ଶୁଭରଙ୍ଗ: ଆକାଶିନୀଳ। ଆରାଧନା: ସନ୍ତୋଷୀମାତା।

ମୀନ: ଆପଣଙ୍କ କାମକୁ କେହି ଆଲୋଚନା କରିବେ। ଆପଣ ଚୁପଚାପ ରହି ନିଜ କାର୍ଯ୍ୟରେ ଧୢାନ କେନ୍ଦ୍ରୀଭୂତ କରନ୍ତୁ, ବିଳମ୍ବରେ ସବୁ ଠିକ୍‌ ହୋଇଯିବ। ବେପାରରେ ଅଚାନକ ଧନଲାଭର ଅବସର ମିଳିବ। ପ୍ରେମ ବ୍ୟାପାର ପାଇଁ ଦିନଟି ଭଲ। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ମାଆ ତାରିଣୀ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More