Only for Entertainment

କିପରି ନେବେ ଆଖିର ଯତ୍ନ ? ଜାଣନ୍ତୁ ରଖନ୍ତୁ କିଛି ଉପାୟ

YouTube
0 39

ଆଖି ମଣିଷର ଏକ ଗୁରୁତ୍ଵପୂର୍ଣ୍ଣ ଅଙ୍ଗ । ଆଖିର ଯତ୍ନ ନେବା ନିହାନ୍ତି ଜରୁରୀ । ଆଖି ଦ୍ୱାରା ଆମେ ସୁନ୍ଦର ସଂସାର ଦେଖି ପାରୁଛେ। କିନ୍ତୁ ବୟସ ବୃଦ୍ଧି ସହିତ ଆଜିର ଲାଇଫ୍‌ଷ୍ଟାଇଲ୍ ଓ ପ୍ରଦୂଷଣ ଯୋଗୁଁ ଲୋକଙ୍କର ଦୃଷ୍ଟି ଶକ୍ତି ହ୍ରାସ ପାଇବାରେ ଲାଗିଛି। ଫଳରେ ଆମକୁ ଚଷମାର ସାହାଯ୍ୟ ନେବାକୁ ପଡୁଛି। ଆସନ୍ତୁ ଜାଣିବା ଘରୋଇ ଉପାୟରେ କିପରି ଆଖିର ଯତ୍ନ ନିଆଯାଇପାରିବ।

Brown eyes

ପ୍ରତିଦିନ ରାତିରେ ଶୋଇବା ପୂର୍ବରୁ ଆଖିରେ ସୋରିଷ ତେଲ କିମ୍ୱା ଦେଶୀ ଘିଅ ଲଗାନ୍ତୁ। ନିୟମିତ ଅନୁଲୋମ-ବିଲୋମ, ପ୍ରାଣାୟମ କରନ୍ତୁ। ସକାଳେ ଖୋଲା ପାଦରେ ଘାସରେ ଚାଲନ୍ତୁ।

ଅଁଳା ପାଣିରେ ଆଖିକୁ ଧୁଅନ୍ତୁ। ଏହା ସହିତ ରାତିରେ ଦୁଇ ଟୋପା ଗୋଲାପ ଜଳ ଆଖିରେ ପକାନ୍ତୁ। ଆଖିରୁ ପାଣି ଝରିବା, ଧରିବା ଓ ଦୁର୍ବଳତା ଦେଖା ଦେଲେ ରାତିରେ ୮ଟି ବାଦାମ ଭିଜାଇ ସକାଳେ ତାକୁ ବାଟି ପିଇବା ଦ୍ୱାରା ଏପରି ରୋଗରୁ ଉପଶମ ମିଳିଥାଏ।

ଆଖି ପାଇଁ କଦଳୀ ଓ ଆଖୁ ଲାଭକାରୀ ଖାଦ୍ୟ। ଏକ ଗ୍ଲାସ ଲେମ୍ବୁ ପାଣି ପିଇବା ଦ୍ୱାରା ଆଖି ସମ୍ୱନ୍ଧୀୟ ରୋଗରୁ ଆମକୁ ରକ୍ଷା କରିଥାଏ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More