Only for Entertainment

ଜାଣନ୍ତୁ ଆଜିର ରାଶିଫଳ

41

ମେଷ: ଦିନଟି ଠିକ୍‌ଠାକ୍‌ ରହିବ। ପ୍ରତ୍ୟେକ କାମ ବିନା ବିଘ୍ନରେ ସ˚ପନ୍ନ ହେବ। କର୍ମଜୀବୀ ମହିଳାଙ୍କର ଅଫିସରେ ଦିନଟି ଭଲରେ କଟିବ। ଅଚାନକ ଧନଲାଭ ହେବ। ଦାଂପତ୍ୟ ଜୀବନ ପ୍ରେମ ପୂର୍ବକ ବିତିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିରଜା।

ବୃଷ: ଆପଣଙ୍କ ମନ ରଚାନାତ୍ମକ କାମରେ ଲାଗି ରହିବ। କୌଣସି ଶୁଭ ଖବର ମିଳିବ। ଚାକିରିଆଙ୍କ ପାଇଁ ସମୟ ଅନୁକୂଳ ରହିବ। ଅଚାନକ ଧନପ୍ରାପ୍ତି ହେବ। ମହିଳାମାନେ ଗହଣା କିଣିବା ଲାଗି ଉତ୍ସୁକ ହେବେ। ଶୁଭରଙ୍ଗ: ଘିଅରଙ୍ଗ। ଆରାଧନା: ମାଆ ଅମ୍ବିକା।

ମିଥୁନ: ଧୢାନ ଜପରେ ଆତ୍ମବଳ ବୃଦ୍ଧି ହେବ। କିଛି ଲୋକଙ୍କ ଠାରୁ ଆପଣଙ୍କୁ ଭରପୂର ସମର୍ଥନ ମିଳିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିପାରେ। ପାରିବାରିକ ଜୀବନ ସୁଖମୟ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

କର୍କଟ: କୌଣସି ଜରୁରୀ କାମ ଅଳସ କାରଣରୁ ଅଧୁରା ରହିଯିବ। କୋର୍ଟ କଚେରି ମାମଲାରେ ଉଦ୍‌ବେଗ ବଢ଼ିପାରେ। ଘରୋଇ ଜିନିଷପତ୍ର କିଣିବାରେ ଖର୍ଚ୍ଚ ଅଧିକ ହୋଇପାରେ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ସମଲେଶ୍ବରୀ।

ସି˚ହ: ଆପଣଙ୍କର ସ୍ବଭାବ ଅନ୍ୟମାନଙ୍କୁ ପ୍ରଭାବିତ କରିବ। ପୁଞ୍ଜି ବଜାରରେ ଆପଣଙ୍କୁ ଲାଭ ମିଳିପାରେ। ରାଜନୀତିରେ ମନୋକାମନା ପୂରା ହେବ। ମହିଳାଙ୍କର ଗଳ୍ପ କବିତା ଆଦିରେ ରୁଚି ବଢ଼ିବ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

 

 

କନ୍ୟା: ଆଜି ଖୋଦକୁ ଊର୍ଜାବାନ ଅନୁଭବ କରିବେ। ଅଫିସରେ ଆପଣଙ୍କ କାମର ପ୍ରଶ˚ସା ହେବ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ପରିବାରରେ ଆପଣଙ୍କର ପ୍ରାଧାନ୍ୟ ବୃଦ୍ଧି ହେବ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଗାୟତ୍ରୀ।

ତୁଳା: ପ୍ରଭୁଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଗୁରୁଜନଙ୍କ ପ୍ରତି ମନରେ ପ୍ରେମଭାବ ରହିବ। ଚାକିରି ତଲାସରେ ଥିବା ବ୍ୟକ୍ତି ବିଶେଷଙ୍କୁ ଶୁଭ ଖବର ମିଳିବ। ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦରହିବ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ଦୁର୍ଗା।

ବିଛା: ନିଜ ଉପରେ ବିଶ୍ବାସ ରଖନ୍ତୁ। ଜୀବନସାଥୀଙ୍କ ପରାମର୍ଶ ନେଇ କାମ କରନ୍ତୁ, ଲାଭ ହେବ। ସମସ୍ୟାର ସମାଧାନ ନୂଆ କୌଶଳରେ କରିନେବେ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭୈରବୀ।

 

ଧନୁ: ଭାଗ୍ୟ ଆପଣଙ୍କ ଉପରେ ଦୟାଳୁ ରହିବେ। ବ୍ୟବସାୟ ଲାଗି ଭଲ ଅବସର ମିଳିବ। ଜୀବନସାଥୀଙ୍କ ସହିତ ପୂର୍ବ ଅପେକ୍ଷା ସମ୍ବନ୍ଧ ମଜଭୁତ ହେବ। ପ୍ରତିଯୋଗିତା ପରୀକ୍ଷାରେ ସଫଳତା ପ୍ରାପ୍ତ ହେବ। ମିଳିବ। ଶୁଭରଙ୍ଗ: ମ୍ୟାଜଣ୍ତା। ଆରାଧନା: ସୂର୍ଯ୍ୟଦେବ।

 

ମକର: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ଲକ୍ଷ୍ୟସ୍ଥଳରେ ପହଞ୍ଚିବାର କୌଣସି ଅସୁବିଧା ହେବ ନାହିଁ। ସରକାରୀ କ୍ଷେତ୍ରରେ ଲାଗି ରହିଥିବା ବାଧା ଦୂର ହେବ। ଜମି ଦଲାଲଙ୍କୁ ପୁରୁଣା ଜମିରୁ ଯଥେଷ୍ଟ ଲାଭ ମିଳିବ। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ଶ୍ରୀଗଣେଶ।

କୁମ୍ଭ: ମନ ପ୍ରଫୁଲ୍ଲ ରହିବ। ଆପଣଙ୍କର କୌଣସି କାମ ଲାଗି ବଡ଼ଙ୍କ ସହିତ ଆଲୋଚନା କରିବେ। ଅଫିସ କାମରେ ରାଜ୍ୟ ବାହାରକୁ ଯାଇପାରନ୍ତି। ପ୍ରେମ ପ୍ରସଙ୍ଗରେ ପ୍ରଗାଢ଼ତା ଆସିବ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ଶାରଳା।

 

ମୀନ: ନୂଆ କାମ ଶୁଭାରମ୍ଭ କରିବା ପାଇଁ ଶୁଭ ସମୟ। ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ପରିଶ୍ରମୀ ଲୋକଙ୍କୁ ନିଜ ପିଶ୍ରମର ମିଠାଫଳ ମିଳିବ। ବାହନ କିଣିବା ଲାଗି ମନ ବଳିବ। ଶୁଭରଙ୍ଗ: ଘିଅରଙ୍ଗ। ଆରାଧନା: ମହାଲକ୍ଷ୍ମୀ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More