Only for Entertainment

ଜାଣନ୍ତୁ ଆଜିର ରାଶିଫଳ

28

ମେଷ: ଦିନଟି ଆପଣଙ୍କ ଲାଗି ଖାସ୍‌ ରହିବ। କୌଣସି ମିତ୍ରଙ୍କ ସହାୟତାରେ ବହୁ ଦିନର ଆଶାର ପୂରଣ ହେବ। ଲିଖନ କାର୍ଯ୍ୟରେ ରୁଚି ରହିବ। ଜୀବନସାଥୀଙ୍କସହିତ ଧାର୍ମିକ ଯାତ୍ରାରେ ଯାଇପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ

ବୃଷ: ସ୍ବଭାବରେ ରୋମାୱକର ସତେଜତା ଦେଖିବେ। ଅଟକିଥିବା ପଇସା ପାଇବେ। ସ˚ପତ୍ତି ବିବାଦ ସମାପ୍ତ ହେବ। ବ୍ୟବସାୟରେ ନୂଆ ଅନୁବନ୍ଧ ହେବ। ବିଦ୍ୟାର୍ଥୀଙ୍କ ଲାଗି ଦିନଟି ବଢ଼ିଆ ରହିବ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ଦୁର୍ଗା।

ମିଥୁନ: ଆପଣଙ୍କର ଆତ୍ମବିଶ୍ବାସର ସ୍ତର ଉଚ୍ଚା ରହିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା ପ୍ରସ୍ତୁତ କରିବେ ଏବ˚ ତହିିଁରେ ଲାଭ ପାଇବେ। ସମାଜରେ ଆପଣଙ୍କର ପ୍ରତିଷ୍ଠା ବଜାୟ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଗୁପ୍ତେଶ୍ବର।

କର୍କଟ: ଆପଣ ଖୁସ୍‌ ମିଜାଜର ରହିବେ। ଜୀବନସାଥୀ ଓ ବନ୍ଧୁମାନଙ୍କ ସହିତ ହାସ୍ୟକୌତୁକ କରିବେ। ଦୂରସ୍ଥାନକୁ ଯାତ୍ରାରେ ଯିବେ। ବଡ଼ ବ୍ୟବସାୟ ଗ୍ରୁପରେ ଭାଗୀଦାରି ହୋଇପାରନ୍ତି। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ସମଲେଶ୍ବରୀ।

ସି˚ହ: ଦିନଟି ଆପଣଙ୍କ ଲାଗି ଭଲ ପରିଣାମ ନେଇ ଆସିଛି। କର୍ମକ୍ଷେତ୍ରରେ ଭଲ ନୀତି ତିଆରି କାମ କରିବେ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ବୃଦ୍ଧି ହେବ। ଶୁଭରଙ୍ଗ: ମେରୁନ। ଆରାଧନା: ମହାଲକ୍ଷ୍ମୀ।

କନ୍ୟା: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। ନୂଆ ରଣ କୌଶଳ ଆପଣଙ୍କ ଲାଗି ଲାଭଦାୟକ ହେବ। ବୟୋଜ୍ୟେଷ୍ଠଙ୍କ ସହିତ ସମ୍ବନ୍ଧ ନିକଟସ୍ଥ ହେବ। ଜୀବନସାଥୀଙ୍କ ଠାରୁ ପ୍ରେମ ଓ ସୁଖ ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

 

ତୁଳା: ଇଷ୍ଟଦେବ ଆରାଧନାରେ ମନକୁ ଶାନ୍ତି ମିଳିବ। ମହତ୍ବପୂର୍ଣ୍ଣ କାମରେ ଧୢାନ ଦେବେ। ବେକାରଙ୍କୁ ରୋଜଗାରର ଭଲ ଅବସର ମିଳିବ। ଘରୋଇ ଜୀବନରେ ସୁଖ ସୁବିଧା ବଢ଼ିବ। ପ୍ରେମ ଆଳାପ ପାଇଁ ଦିନଟି ଭଲ। ଶୁଭରଙ୍ଗ: ଲାଲ। ଆରାଧନା: ହର ପାର୍ବତୀ।

ବିଛା: ଆତ୍ମସମୀକ୍ଷାରେ ସମୟ ବିତିବ। ଆପଣଙ୍କ ସହିତ ଭୁଲ କରିଥିବା ବ୍ୟକ୍ତିଙ୍କୁ କ୍ଷମା କରି ଦିଅନ୍ତୁ। ମନ୍ଦିରକୁ ଯାଇ ଠାକୁର ଦର୍ଶନ କରନ୍ତୁ ଆପଣଙ୍କର କିଛି ଆଶା ପୂରା ହେବ। ସ୍ବାସ୍ଥ୍ୟ ପ୍ରତି ଧୢାନ ଦିଅନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କିଚକେଶ୍ବରୀ।

 

ଧନୁ: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ବ୍ୟବସାୟରେ ପ୍ରଗତି ହେବ। ଭଲ ଲୋକଙ୍କ ସହାୟତାରେ ଧନଲାଭ ଯୋଗ ରହିଛି। ଜୀବନସାଥୀଙ୍କ ଠାରୁ ଖୁବ୍‌ ପ୍ରେମ ପାଇବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ସୂର୍ଯ୍ୟଦେବ।

 

ମକର: ପ୍ରତିଟି କ୍ଷେତ୍ରରେ ଭାଗ୍ୟ ଆପଣଙ୍କୁ ସାଥ ଦେବ। ବେପାରରେ ବଡ଼ ବଡ଼ ଲୋକଙ୍କ ସହିତ ସାକ୍ଷାତ୍‌ ଆଲୋଚନା ଲାଭକାରୀ ହେବ। ଚାକିରିରେ କତ୍ତୃର୍ତ୍ବ ବୃଦ୍ଧି ହେବ। କତୃପକ୍ଷ ଆପଣଙ୍କୁ ନୂଆ ଦାୟିତ୍ବ ଅର୍ପଣ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଅମ୍ବିକା।

କୁମ୍ଭ: ସକାରାତ୍ମକ ଭାବନା ଓ ଊର୍ଜାକୁ ପ୍ରୟୋଗ କରନ୍ତୁ। ଶିକ୍ଷାକ୍ଷେତ୍ରରେ ଉନ୍ନତି ଲାଗି ନୂଆ ସୁଯୋଗ ପାଇବେ। କୌଣସି ଭଲ ଖବର ମିଳିବାର ସମ୍ଭାବନା। ପ୍ରେମ ପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ପାଇବେ। ଶୁଭରଙ୍ଗ: ନୀଳ। ଆରାଧନା: ମହାଲକ୍ଷ୍ମୀ।

 

ମୀନ: ଭାଗ୍ୟ ଆପଣଙ୍କ ସଙ୍ଗରେ ରହିବ। କ୍ୟାରିୟର ସମ୍ବନ୍ଧରେ ବିଚାର ବିମର୍ଶ କରିବେ। ରାଜନୀତିରେ ଲାଭ ପାଇବାର ସୁଯୋଗ ମିଳିବ। ଜୀବନସାଥୀଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ଗାୟତ୍ରୀ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More