Only for Entertainment

ଜାଣନ୍ତୁ ଆଜିର ରାଶିଫଳ

35

ମେଷ: ଆପଣଙ୍କ ମହତ୍ବାକା˚କ୍ଷାକୁ ବଳ ମିଳିବ। ସବୁ କାମ ସହଜରେ ସ˚ପନ୍ନ ହେବ। ଜୀବନସାଥୀ ଆପଣଙ୍କ କଥାରେ ପ୍ରଭାବିତ ହେବେ। ପରୀକ୍ଷାରେ ଖୁବ୍‌ ଭଲ କରିବେ। ଶୁଭରଙ୍ଗ: ଲାଲ। ଶୁଭସ˚ଖ୍ୟା: ୮।

 

ବୃଷ: ମନରେ ଧାର୍ମିକ ଭାବନା ଉଦୟ ହେବ। ସାର୍ବଜନିକ କାର୍ଯ୍ୟରେ ସହଭାଗିତା କରିବେ। ଚାକିରିଜୀବୀଙ୍କୁ ଭଲ ଖବର ମିଳିପାରେ। ବ୍ୟବସାୟୀଙ୍କୁ ଲାଭ ମିଳିବ। ଶୁଭରଙ୍ଗ: କ୍ରୀମ୍‌। ଶୁଭସ˚ଖ୍ୟା:୧।

 

 

ମିଥୁନ: ଦେବୀମାତାଙ୍କୁ ସ୍ମରଣ କରନ୍ତୁ, ସମ୍ଭାବ୍ୟ ସ˚କଟ ଦୂର ହେବ। କାରବାରରେ କିଛି ଲୋକ ସହାୟକ ହେବେ। ଛାତ୍ରଙ୍କ କ୍ୟାରିଅରରେ ନୂଆ ପରିବର୍ତ୍ତନ ଆସିବ। ଶୁଭରଙ୍ଗ: ସବୁଜ। ଶୁଭସ˚ଖ୍ୟା: ୬।

 

କର୍କଟ: ପୁରୁଣା ମିତ୍ରଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିପାରେ। ସରକାରୀ ଚାକିରିଆଙ୍କୁ ଲାଭ ମିଳିବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୩।

 

ସି˚ହ: ଆଜି ଆପଣ ଊର୍ଜାରେ ପରିପୂର୍ଣ୍ଣ ରହିବେ। ସାମାଜିକ କାର୍ଯ୍ୟରେ ଅ˚ଶ ଗ୍ରହଣ କରିବେ। କୌଣସି ବଡ଼ କ˚ପାନି ସହିତ ସଉଦା କରିବାର ସୁଯୋଗ ମିଳିପାରେ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୮।

 

କନ୍ୟା: ଆପଣ ନିଜକୁ ଖୁବ୍‌ ଊର୍ଜାବାନ ଅନୁଭବ କରିବେ। କୌଣସି କାମରୁ ଆପଣଙ୍କୁ ଅଶାଠୁଁ ଅଧିକ ଧନଲାଭ ହେବ। ପ୍ରେମ ପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ମିଳିବ। ଶୁଭରଙ୍ଗ: କଫିରଙ୍ଗ। ଶୁଭସ˚ଖ୍ୟା: ୨।

 

ତୁଳା: ସକାରାତ୍ମକ ଭାବନାରେ ରହନ୍ତୁ, କାମ କରିବା ସହଜ ହେବ। ନୂଆ କାମ କରିବାକୁ ଥିଲେ, ବଡ଼ଙ୍କ ଅନୁମତି ନେଇ କରନ୍ତୁ। ପରିବାରର ସ୍ଥିତି ଠିକ୍‌ ରହିବ। ଶୁଭରଙ୍ଗ: କ୍ରୀମ୍‌। ଶୁଭସ˚ଖ୍ୟା: ୧।

 

ବିଛା: ଆପଣଙ୍କର କାମ ସହଜରେ ସ˚ପୂର୍ଣ୍ଣ ହୋଇଯିବ। ଆର୍ଥିକ ସ୍ଥିତି ମଜଭୁତ ରହିବ। ଜୀବନସାଥୀଙ୍କ ସହିତ ଦେବୀମାତାଙ୍କର ପୂଜାର୍ଚ୍ଚନା କରିବାକୁ ଯିବେ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୯।

 

ଧନୁ: ନିରନ୍ତର ପ୍ରୟାସରେ ସଫଳତା ପାଇବେ। ଆର୍ଥିକ ସ୍ଥିତି ସୁଧୁରିବ। ଅଫିସରେ ବଢ଼ିଆ ବାତାବରଣ ଆପଣଙ୍କୁ ଖୁସି କରାଇବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ଶୁଭରଙ୍ଗ: ଗୋଲାପୀ। ଶୁଭସ˚ଖ୍ୟା: ୬।

 

ମକର: ଆଧୢାତ୍ମିକ ଭାବନାରେ ଅଧିକ ସମୟ ବିତିବ। ଆପଣ କିଛି ନୂଆ ଯୋଜନା ପ୍ରସ୍ତୁତ କରିବେ। ଅଫିସରେ ସମସ୍ତଙ୍କ ସହିତ ବଢ଼ିଆ ତାଳମେଳ ବଜାୟ ରହିବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୩।

 

 

କୁମ୍ଭ: ଜରୁରୀ କାମ କରିବା ପୂର୍ବରୁ ବଡ଼ଙ୍କ ସମ୍ମତି ନିଅନ୍ତୁ। ଉଚ୍ଚ ଅଧିକାରୀଙ୍କ ସହିତ ଭଲ ସମ୍ବନ୍ଧ ବଜାୟ ରଖନ୍ତୁ। ସ୍ବାସ୍ଥ୍ୟରେ ସମସ୍ୟା ଦେଖା ଦେଇପାରେ। ଶୁଭରଙ୍ଗ: ନୀଳ। ଶୁଭସ˚ଖ୍ୟା:୯।

 

ମୀନ: ସକାରାତ୍ମକ ପରିବର୍ତ୍ତନ ଆପଣଙ୍କ ଜୀବନକୁ ବଢ଼ିଆ କରିବ। ସାମାଜିକ ଜୀବନ ସବୁ ଦୃଷ୍ଟିରୁ ଭଲ ରହିବ। ଆପଣ କୌଣସି ବ୍ୟବସାୟ ଆରମ୍ଭ କରିପାରନ୍ତି। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୨।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More