ଜାଣନ୍ତୁ ଆଜିର ରାଶିଫଳ
ମେଷ: ଭାଗ୍ୟ ଆପଣଙ୍କୁ ସାଥ୍ ଦେବ। ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। କିଛି ନୂଆ କାମର ଯୋଜନା ପ୍ରସ୍ତୁତ କରିବେ। ରାଜନୀତିରେ ମହତ୍ତ୍ଵାକାଂକ୍ଷା ପୂରା ହେବ। ବୈବାହିକ ଜୀବନରେ ମନର ଆବେଗ ସମାପ୍ତ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ପାଟଣେଶ୍ୱରୀ।
ବୃଷ: ଆର୍ଥିକ ପ୍ରଗତି ଓ ସଫଳତା ପାଇବାର ଦିନଟିଏ। ବ୍ୟବସାୟରେ ପରିଧି ବଢ଼ିବ। ନୂଆ ଚାକିରି ମିଳିବା ଯୋଗ ରହିଛି। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ହେବ। ବିଜ୍ଞାନ ଛାତ୍ରଙ୍କୁ ଅଧ୍ୟୟନ ପାଇଁ ସୁଯୋଗ ମିଳିବ। ଜୀବନସାଥୀଙ୍କ ସହିତ ବାହାରକୁ ବୁଲି ଯାଇପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।