Only for Entertainment

ସମସ୍ତ ସମସ୍ୟାର ସମାଧାନ ପାଇଁ କରନ୍ତୁ ଏହି ସରଳ ଉପାୟ ।

The Savvy Life
50

ଜ୍ୟୋର୍ତିବିଦଙ୍କ ମତ ଅନୁସାରେ ଗଣେଶ ଭଗବାନଙ୍କୁ ଘରେ ସ୍ଥାପନା କରି ପୂଜା କରିବା ଦ୍ବାରା ବାସ୍ତୁ ଦୋଷ ଦୂର ହୋଇଥାଏ। କିନ୍ତୁ ଘରର କେଉଁ ସ୍ଥାନରେ ଗଣେଶ ଭଗବାନଙ୍କ ମୂର୍ତ୍ତି ରଖିବେ ଏବଂ କେଉଁ ବିଧି ଅନୁସାରେ ପୂଜା କରିବା ତାହା ଜାଣିବା ଅତ୍ୟନ୍ତ ଜରୁରୀ ଅଟେ।

 ପୂଜା ସ୍ଥାନରେ ଏକାଧିକ ଗଣେଶ ମୂର୍ତ୍ତି ରଖି ପୂଜା କରନ୍ତୁ ନାହିଁ।
ବାମ ପଟକୁ ଶୁଣ୍ଢ ଥିବା ଗଣେଶ ମୁର୍ତ୍ତି ଘରେ ରଖନ୍ତୁ।
୧୨ ଆଙ୍ଗୁଳି ଉଚ୍ଚତା ଠାରୁ ଅଧିକ ଉଚ୍ଚତା ବିଶିଷ୍ଟ ମୂର୍ତ୍ତି ଘରେ ରଖନ୍ତୁ ନାହିଁ। ୪. ପିତ ବର୍ଣ୍ଣର ମୂର୍ତ୍ତି ଘରେ ରଖିବା ସବୁଠୁ ଉତ୍ତମ ଅଟେ।
କେବେ ବି ଗଣେଶଙ୍କୁ ତୁଳସୀ ଜଳ ଅର୍ପଣ କରନ୍ତୁ ନାହିଁ।

ଆସନ୍ତୁ ଜାଣିବା ଘରର କେଉଁ ସ୍ଥାନରେ କିପରି ମୂର୍ତ୍ତି ରଖିବେ

ପିଲାଙ୍କ ପାଠ ଘରେ ହଳଦିଆ ବା ଫିକା ସବୁଜ ରଙ୍ଗର ଗଣେଶ ମୂର୍ତ୍ତି ରଖନ୍ତୁ।
ବେଡ୍ ରୁମରେ ଗଣେଶ ମୂର୍ତ୍ତି ରଖନ୍ତୁ ନାହିଁ।
ଘରର ମୁଖ୍ୟ ଦ୍ବାରର ଭିତର ପଟରେ ଗଣେଶ ଫଟୋ ଲଗାନ୍ତୁ।
ପୂଜା ସ୍ଥାନରେ ହଳଦିଆ ରଙ୍ଗର ଗଣେଶ ପ୍ରତିମା ରଖି ପୂଜା କରନ୍ତୁ।
ପ୍ରତିଦିନ ସକାଳେ ଗଣେଶଙ୍କୁ କ୍ଷୀର ଅର୍ପଣ କରନ୍ତୁ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More