ଜାଣନ୍ତୁ ଆଜିର ରାଶିଫଳ
ମେଷ: ବ୍ୟବସାୟରେ ଲାଭ। ସମାଜିକ ମାନ-ସମ୍ମାନ ବଢ଼ିବ। ସାହିତ୍ୟ କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କ ଲାଗି ଦିନଟି ଶୁଭଙ୍କର। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୨।
ବୃଷ: କାମ ପାଇଁ ପ୍ରଶ˚ସିତ ଓ ପୁରସ୍କୃତ ହେେବ। ବ୍ୟବସାୟ ବଢ଼ିବ। ଅଧିକ ଲାଭବାନ୍ ହେବେ। ରାଜନୀତିରେ ଆଧିପତ୍ୟ ବଢ଼ିବ। ଶୁଭରଙ୍ଗ: ଲାଲ। ଶୁଭସ˚ଖ୍ୟା: ୫।
ମିଥୁନ: ଆଧ୍ୟାତ୍ମିକ ଭାବନାରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ଯୋଜନା ଅନୁସାରେ କା କରିବେ। ଦାଂପତ୍ୟ ଜୀବନ ମଧୁର। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୫।
କର୍କଟ: ଦନଟି ଶୁଭଙ୍କର। ବୁଦ୍ଧିମତ୍ତାର ସହିତ କାର୍ଯ୍ୟ କରିବେ। କୋର୍ଟ କଚେରି ମାମଲାରେ ଉଦ୍ବେଗ ବଢ଼ିପାରେ। ଶୁଭରଙ୍ଗ: ଧୂସର। ଶୁଭସ˚ଖ୍ୟା: ୧।
ସି˚ହ: ଜୀବିକାରେ ସୁଧାର ପାଇଁ ଭଲ ଦିନଟିଏ। ସମାଜରେ ମାନ ସମ୍ମାନ ପାଇବେ। ପ୍ରେମ ସମ୍ବନ୍ଧରେ ଗଭୀରତା ବଢ଼ିବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୮।
କନ୍ୟା: କାମକୁ ଠିକ୍ ରୂପେ ନିର୍ବାହ କରି ସନ୍ତୋଷ ଅନୁଭବ କରିବେ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରେ ଲାଭ ପାଇବେ। ଶୁଭରଙ୍ଗ: କଫିରଙ୍ଗ। ଶୁଭସ˚ଖ୍ୟା:୪।
ତୁଳା: ନୂଆ ବିଚାର ଆର୍ଥିକ ପକ୍ଷ ଲାଗି ଲାଭ ହେବ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ପାଇବେ। ସୁସମ୍ବାଦ ପାଇବେ। ପ୍ରେମ ବ୍ୟାପାର ଲାଗି ଦିନଟି ଭଲ। ଶୁଭରଙ୍ଗ:ନୀଳ। ଶୁଭସ˚ଖ୍ୟା:୨।
ବିଛା: ଆପଣଙ୍କର ସାହସିକ ଫଇସଲାରେ ସଫଳତା ମିଳିବ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ଭଲ ରହିବ। କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା ପ୍ରସ୍ତୁତ କରିବେ। ଶୁଭରଙ୍ଗ: କ୍ରୀମ୍। ଶୁଭସ˚ଖ୍ୟା: ୩।
ଧନୁ: ଆପଣଙ୍କ ସହିତ ଭଲ ହିିଁ ଭଲ ହେବ। ଜରୁରୀ କାମରେ ସଫଳତା ପାଇବେ। ଆର୍ଥିକ ସ୍ଥିତି ମଜଭୁତ ହେବ। ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୯।
ମକର: ସମୟ ରାଜନୀତିକ ଓ ସାମାଜିକ କାର୍ଯ୍ୟରେ ବିତିବ। ମିତ୍ରଙ୍କର ସହଯୋଗ ପାଇବେ। ଅଚାନକ ଧନପ୍ରାପ୍ତି ହେବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ଶୁଭରଙ୍ଗ: କଫିରଙ୍ଗ। ଶୁଭସ˚ଖ୍ୟା: ୧।
କୁମ୍ଭ: ଖୁବ୍ ମଜା କରିବେ ଓ ଖୁସି ରହିବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଅଫିସରେ ଆପଣଙ୍କର କତ୍ତୃର୍ତ୍ବ ବଢ଼ିବ। ବ୍ୟବସାୟୀଙ୍କୁ ଆଶାଠୁଁ ଅଧିକ ଲାଭ ମିଳିବ। ଶୁଭରଙ୍ଗ: ଲାଲ। ଶୁଭସ˚ଖ୍ୟା: ୬।
ମୀନ: ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହା ଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ପରିବାର ଲୋକଙ୍କୁ ଆପଣଙ୍କ ଠାରୁ ବହୁତ ଅପେକ୍ଷା ରହିବ। ଶୁଭରଙ୍ଗ:କ୍ରୀମ୍। ଶୁଭସ˚ଖ୍ୟା:୯।