Only for Entertainment

ଜାଣନ୍ତୁ ଆଜିର ରାଶିଫଳ

28

ମେଷ: ଆଜି ଆପଣଙ୍କର ଆତ୍ମବିଶ୍ବାସ ଭରି ରହିବ। ଅଫିସରେ କୌଣସି ମହତ୍ତ୍ବପୂର୍ଣ୍ଣ କାର୍ଯ୍ୟ ଲାଗି ଆପଣଙ୍କର ପ୍ରଶ˚ସା ହେବ। ରାଜନୀତିରେ ସଫଳତା ମିଳିବ। ଜୀବନସାଥୀଙ୍କ ସହିତ ରାଜ୍ୟ ବାହାରକୁ ଯିବାର ଯୋଜନା କରିପାରନ୍ତି। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଭଦ୍ରକାଳୀ।

ଜାଣନ୍ତୁ ଆଜିର ରାଶିଫଳ

 0 1,964

ମେଷ: ଆଜି ଆପଣଙ୍କର ଆତ୍ମବିଶ୍ବାସ ଭରି ରହିବ। ଅଫିସରେ କୌଣସି ମହତ୍ତ୍ବପୂର୍ଣ୍ଣ କାର୍ଯ୍ୟ ଲାଗି ଆପଣଙ୍କର ପ୍ରଶ˚ସା ହେବ। ରାଜନୀତିରେ ସଫଳତା ମିଳିବ। ଜୀବନସାଥୀଙ୍କ ସହିତ ରାଜ୍ୟ ବାହାରକୁ ଯିବାର ଯୋଜନା କରିପାରନ୍ତି। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଭଦ୍ରକାଳୀ।

ବୃଷ: ଖୋଦକୁ ଊର୍ଜାବାନ ଅନୁଭବ କରିବେ। ନୂଆ କାମ ଧନ୍ଦା ଆରମ୍ଭ କରିବା ଲାଗି ଦିନଟି ଶୁଭ। ପରିବାରର ସବୁ ସଦସ୍ୟଙ୍କ ଭରପୂର ସହଯୋଗ ପାଇବେ। ଛାତ୍ରଙ୍କୁ ଶିକ୍ଷକଙ୍କ ସାହାଯ୍ୟ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

ମିଥୁନ: ଆପଣଙ୍କ ମନ କାମଧନ୍ଦାରେ ଲାଗି ରହିବ। ଭାଗୀଦାରିଙ୍କ ସହଯୋଗ ମିଳିବାର ଯୋଗ ରହିଛି। ଆର୍ଥିକ ସ୍ଥିତି ମଜଭୁତ ହେବ। ଜୀବନସାଥୀଙ୍କ ସହିତ ଆପଣଙ୍କ ସମ୍ବନ୍ଧ ମଧୁର ହେବ। ଶୁଭରଙ୍ଗ: ଗୋଲାପି। ଅରାଧନା: ଶ୍ରୀକୃଷ୍ଣ।

କର୍କଟ: କାର୍ଯ୍ୟକ୍ଷେତ୍ରରେ ନୂଆ ସମ୍ଭାବନା ତଲାସ କରିବେ। ଅନ୍ୟମାନଙ୍କ ସହିତ ଗୁରୁତ୍ବପୂର୍ଣ୍ଣ କଥା ଆଲୋଚନା କରନ୍ତୁ ନାହିଁ। କୋର୍ଟ କଚେରି ମାମଲାରେ ଉଦ୍‌ବେଗ ବଢ଼ିପାରେ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

ସି˚ହ: ଜୀବନସାଥୀଙ୍କ ସହଯୋଗରେ ଆଗକୁ ବଢ଼ିବାର ରାସ୍ତା ଖୋଲିବ। ବ୍ୟବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ। ପରିବାରର ସବୁ ସଦସ୍ୟଙ୍କୁ ଆନନ୍ଦ ପ୍ରାପ୍ତି ହେବ। ପ୍ରେମରେ ସଫଳତା ମିଳିବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଅମ୍ବିକା।

କନ୍ୟା: ଆଗକୁ ବଢ଼ିବାର ଦିନଟିଏ। ବ୍ୟବସାୟରେ ବିକ୍ରି ବଢ଼ିବ ଓ ଆର୍ଥିକ ଲାଭ ହେବ। କୋର୍ଟ କଚେରି ମାମଲା ଆପଣଙ୍କ ପକ୍ଷରେ ହୋଇପାରେ। ଘରେ ଖୁସିର ମାହୋଲ ବଜାୟ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ତୁଳା: ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିବ। ଆପଣଙ୍କ ଉନ୍ନତିର ନୂଆ ରାସ୍ତା ଖୋଲିବ। ବ୍ୟବସାୟରୁ ପ୍ରଚୁର ଲାଭ ପାଇବେ। ବୈବାହିକ ଜୀବନରେ ମନର ଆବେଗ ସମାପ୍ତ ହେବ। ଶୁଭରଙ୍ଗ: ଗୋଲାପି। ଆରାଧନା: ମାଆ ପାଟଣେଶ୍ବରୀ।

ବିଛା: ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢ଼ିବ। ଚିନ୍ତାଶୀଳ ବ୍ୟକ୍ତିଙ୍କ ସହିତ ସ˚ପର୍କ ମଜଭୁତ ହେବ। ଆପଣଙ୍କୁ କିଛି ଭଲ ଅବସର ମିଳିପାରେ। ଆଇନ କାନୁନ ମାମଲାର ସମାଧାନ ହୋଇପାରେ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ କୀଚକେଶ୍ବରୀ।

ଧନୁ: ଆଜି ପୂରା ଦିନ ଊର୍ଜା ଭରା ରହିବେ। ଆପଣଙ୍କ ଜୀବନ ଲାଗି ଖାସ୍‌ କାମ ମିଳିପାରେ। ରାଜନୀତିରେ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ପରିବର୍ତ୍ତନ ଆସିବ। ଶୁଭରଙ୍ଗ: ମାଜେଣ୍ତା। ଆରାଧନା: ଶ୍ରୀକୃଷ୍ଣ।

ମକର: ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲ। ସମାଜରେ ଲୋକପ୍ରିୟତା ବୃଦ୍ଧି ହେବ। ବ୍ୟବସାୟରେ ନୂଆ ସଉଦା କରିବାର ସୁଯୋଗ ମିଳିବ। ଜୀବନସାଥୀଙ୍କ ସହିତ ସୁସଂପର୍କ ବଜାୟ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

କୁମ୍ଭ: ଆପଣ ବହୁତ କିଛି ଚିନ୍ତା କରିବେ; ଯେଉଁଥିରୁ ଭବିଷ୍ୟତରେ ଲାଭ ମିଳିବ। ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ମୋବାଇଲ ବ୍ୟବସାୟୀଙ୍କ ପାଇଁ ଦିନଟି ଲାଭପ୍ରଦ ରହିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ସମଲେଶ୍ବରୀ।

ମୀନ: ଆଜି ଆପଣ କୌଣସି ଅନୁଭବୀ ବ୍ୟକ୍ତିଙ୍କ ପରାମର୍ଶ ନେବା ଦରକାର। କ˚ପ୍ୟୁଟର ଇ˚ଜିନିୟରଙ୍କୁ ବିଦେଶରେ ଚାକିରି ମିଳିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ତାରିଣୀ

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More