Only for Entertainment

ଜାଣନ୍ତୁ ଆଜିର ରାଶିଫଳ

17

ମେଷ: କାର୍ଯ୍ୟ ସ˚ପୂର୍ଣ୍ଣ କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ। ଧନଲାଭ ହେବ। ଦାମ୍ପତ୍ୟ ଜୀବନ ସୁଖରେ ବିତିବ। ବାହନ ସାବଧାନତାର ସହ ଚଳାନ୍ତୁ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୪।

ବୃଷ: ଅଫିସ କାମରେ ଦୂରସ୍ଥାନକୁ ଯିବାର ସୁଯୋଗ ମିଳିବ। ଦାମ୍ପତ୍ୟ ଜୀବନରେ ସୁଖୀ ରହିବେ। ଶୁଭରଙ୍ଗ: ବାଦାମୀ। ଶୁଭସ˚ଖ୍ୟା: ୫।

ମିଥୁନ: କୌଣସି କାମରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ରାଜନେତାଙ୍କ ଲାଗି ଦିନଟି ଭଲ। ବୈବାହିକ ଜୀବନ ମଧୁର ହେବ। ଶୁଭରଙ୍ଗ: ଘିଅ ରଙ୍ଗ। ଶୁଭସ˚ଖ୍ୟା: ୨।

କର୍କଟ: ଦିନଟି ଜୀବିକା ଲାଗି ଅଧିକ ଶୁଭ ରହିବ। ଭବିଷ୍ୟତ ସମ୍ବନ୍ଧରେ ମହତ୍ତ୍ବପୂର୍ଣ୍ଣ ନିଷ୍ପତ୍ତି ନେବେ। ଅଫିସ କାମରେ କର୍ତ୍ତୃପକ୍ଷ ଖୁସି ହୋଇ ଉପହାର ଦେବେ। ଶୁଭରଙ୍ଗ: ଧୂସର। ଶୁଭସ˚ଖ୍ୟା: ୨।

ସି˚ହ: ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢ଼ିବ। ନେତା ଓ ଉଚ୍ଚପଦସ୍ଥ ଅଧିକାରୀଙ୍କ ସଙ୍ଗରେ ରହିବାର ସୁଯୋଗ ମିଳିବ। ଅଚାନକ ଧନ ପାଇବେ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୩।

କନ୍ୟା: ନୂତନ କୌଶଳରେ କାମ କରିବାକୁ ଚେଷ୍ଟା କରିବେ। ବୈ‌େଦଶିକ ବେପାରରେ ଭଲ ଖବର ପାଇବେ। ଶୁଭରଙ୍ଗ: ଗୋଲାପୀ। ଶୁଭସ˚ଖ୍ୟା: ୨।

ତୁଳା: ପରିବାରରେ ବଡ଼ଙ୍କ ଠାରୁ ଆଶୀର୍ବାଦ ନେଇ କାମରେ ଯାଆନ୍ତୁ; ସଫଳତା ପାଇବେ। ସମାଜରେ ଆପଣଙ୍କ ପ୍ରତିଷ୍ଠା ବଢ଼ିବ। ବ୍ୟବସାୟରୁ ଲାଭ ମିଳିବ। ଶୁଭରଙ୍ଗ: ନୀଳ। ଶୁଭସ˚ଖ୍ୟା: ୭।

ବିଛା: ନୂଆ କାମ ଆରମ୍ଭ ଓ ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ରାଜନୀତିରେ ମହତ୍ତ୍ବାକା˚କ୍ଷା ପୂରା ହେବ। ଲେଖାପଢ଼ାରେ ସାଥୀଙ୍କ ସାହାଯ୍ୟ ମିଳିବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୫।

ଧନୁ: ଦୀର୍ଘଦିନରୁ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଆୟ ବୃଦ୍ଧି ହେବ। କର୍ତ୍ତୃପକ୍ଷ ଆପଣଙ୍କୁ ବଡ଼ ଦାୟିତ୍ବ ଦେବେ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୯।

ମକର: ଆପଣଙ୍କ ସାମନାକୁ ନୂଆ ସୁଯୋଗ ଆସିବ। ବ୍ୟବସାୟରେ ସବୁ କିଛି ଭଲ ହେବ। ଖୁସି ଖବର ପାଇବେ। ଶୁଭରଙ୍ଗ: ସବୁଜ। ଶୁଭରଙ୍ଗ: ୫।

କୁମ୍ଭ: ଉନ୍ନତି ପାଇଁ ନୂଆ ସୁଯୋଗ ମିଳିବ। ଇଷ୍ଟଦେବଙ୍କ ପ୍ରତି ଆସ୍ଥା ବଢ଼ିବ। ମହିଳାଙ୍କ ଭାଗ୍ୟ ଉଜ୍ଜ୍ବଳ ହେବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୩।

ମୀନ: ସୁନ୍ଦର କଳ୍ପନାରେ ବିଭୋର ରହିବେ। ଅନ୍ୟମାନଙ୍କ ସହିତ ଖୁସି ବାଣ୍ଟିବେ। ଅଫିସରେ ପଦୋନ୍ନତିର ସୁଯୋଗ। ବେପାରରେ ସୁଫଳ ମିଳିବ। ଶୁଭରଙ୍ଗ: ଧୂସର। ଶୁଭସ˚ଖ୍ୟା: ୮।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More