Only for Entertainment

ଜାଣନ୍ତୁ ଆଜିର ରାଶିଫଳ

33

ମେଷ: ବେପାର ବୃତ୍ତିରେ ମନ ଲାଗିବ। ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: କ୍ରୀମ୍‌। ଶୁଭସ˚ଖ୍ୟା: ୪।

ବୃଷ: ପୂରାଦିନ ମନ ପ୍ରସନ୍ନ ରହିବ। ପରିବାର ଲୋକଙ୍କ ସହଯୋଗ ମିଳିବ। କାମ ସ˚ପୂର୍ଣ୍ଣ କରିବା ଲାଗି ଯୋଜନା କରିବେ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୫।

ମିଥୁନ: ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମ‌େର ବାଧା ଉତ୍ପନ୍ନ ହୋଇପାରେ। ଆୟ ଅନୁସାରେ ଖର୍ଚ୍ଚ ଅଧିକ ହେବ। ଜୀବନସାଥୀଙ୍କ ଠାରୁ ଖୁସି ପାଇବେ। ଶୁଭରଙ୍ଗ: ଗୋଲାପୀ। ଶୁଭସ˚ଖ୍ୟା: ୩।

କର୍କଟ: ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ସାମାଜିକ ସ୍ତରରେ ଲୋକପ୍ରିୟତା ବଢ଼ିବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୨।

ସି˚ହ: ଯାହା ବି କାମ କରିବେ ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ପ୍ରୟାସ କରିବେ। ସମାଜରେ ପ୍ରତିପତ୍ତି ବଢ଼ିବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୩।

କନ୍ୟା: ଇଷ୍ଟଦେବଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ସେବା କରିବାର ଅବସର ପାଇବେ। ଅଫିସରେ ଆପଣଙ୍କର ପ୍ରଶ˚ସା ହେବ। ଶୁଭରଙ୍ଗ: ଗୋଲାପୀ। ଶୁଭସ˚ଖ୍ୟା: ୪।

ତୁଳା: କୌଣସି କଥାକୁ ନେଇ ମନ ଖରାପ ହୋଇପାରେ। ଅନ୍ୟମାନଙ୍କୁ ନିଜର ବିଚାର ଗ୍ରହଣ କରିବା ଲାଗି ଜବରଦସ୍ତି କରନ୍ତୁ ନାହିଁ। ଶୁଭରଙ୍ଗ: ନୀଳ। ଶୁଭସ˚ଖ୍ୟା: ୧।

ବିଛା: ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଶୁଭରଙ୍ଗ: କ୍ରୀମ୍‌। ଶୁଭସ˚ଖ୍ୟା: ୫।

ଧନୁ: ନୂଆ କାମ ଆରମ୍ଭ ଓ କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସହଯୋଗର ହାତ ବଢ଼ାଇଦେବେ। ଜମି ଦଲାଲଙ୍କୁ ପୁରୁଣା ଜମିରୁ ଧନଲାଭ ହେବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୯।

ମକର: ଆପଣଙ୍କ ଭାବନା ରଚନାତ୍ମକ ରହିବ। ବ୍ୟବସାୟରେ ଲାଗିଥିବା ଅର୍ଥରୁ ଲାଭ ହୋଇପାରେ। ଶୁଭରଙ୍ଗ: ଲାଲ। ଶୁଭସ˚ଖ୍ୟା: ୫।

କୁମ୍ଭ: ଆପଣ ନିଜ ଉପରେ ଗର୍ବ ଅନୁଭବ କରିବେ। ଶତ୍ରୁ ବନ୍ଧୁତାର ହାତ ବଢ଼ାଇବେ। ଘରକୁ ଅତିଥି ଆସିବେ। ଶୁଭରଙ୍ଗ: ସବୁଜ। ଶୁଭସ˚ଖ୍ୟା: ୩।

ମୀନ: ଦିନଟି ଆପଣଙ୍କ ଲାଗି ଅନୁକୂଳ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୭।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More