Only for Entertainment

ଜାଣନ୍ତୁ ଏ ସପ୍ତାହର ରାଶିଫଳ

36

 

ମେଷ – ରବି ଓ ସୋମବାର: ବ୍ୟବସାୟରେ ଲାଭ ମିଳିବ। ମଙ୍ଗଳ ଓ ବୁଧବାର: କୌଣସି ନୂଆ କାମର ସୁଯୋଗ ଲାଗି ପ୍ରସ୍ତୁତ ରହିବେ। ଗୁରୁ, ଶୁକ୍ର ଓ ଶନିବାର: ପ୍ରେମ ପ୍ରସଙ୍ଗରେ ସବୁ କିଛି ଭଲ ରହିବ।

 

ବୃଷ – ରବି ଓ ସୋମବାର: ପରିଶ୍ରମର ସୁଫଳ ପାଇବେ। ମଙ୍ଗଳ ଓ ବୁଧବାର: ସରକାରୀ ଚାକିରିଆଙ୍କ ଲାଗି ସମୟ ଭଲ। ଗୁରୁ, ଶୁକ୍ର ଓ ଶନିବାର: ସକାରାତ୍ମକତା ଆପଣଙ୍କୁ ବହୁତ ଆଗକୁ ନେଇଯିବ।

 

 

ମିଥୁନ – ରବି ଓ ସୋମବାର: ଘରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ମଙ୍ଗଳ ଓ ବୁଧବାର: ସ୍ଥଗିତ ଥିବା କାମ ସଂପୂର୍ଣ୍ଣ ହେବ। ଗୁରୁ, ଶୁକ୍ର ଓ ଶନିବାର: ଜୀବନସାଥୀଙ୍କ ପ୍ରେମ ଓ ସହଯୋଗ ଉଭୟ ପାଇବେ।

 

କର୍କଟ – ରବି ଓ ସୋମବାର: ମନରେ ନୂଆ ନୂଆ ବିଚାର ଆସିବ। ମଙ୍ଗଳ ଓ ବୁଧବାର: ଅର୍ଥ ଉପାର୍ଜନ ଲାଗି ଭଲ ସୁଯୋଗ ମିଳିବ। ଗୁରୁ, ଶୁକ୍ର ଓ ଶନିବାର: କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବେ।

 

ସିଂହ – ରବି ଓ ସୋମବାର: ଉନ୍ନତିର କିଛି ନୂଆ ସାଧନ ମିଳିବ। ମଙ୍ଗଳ ଓ ବୁଧବାର: ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ। ଗୁରୁ, ଶୁକ୍ର ଓ ଶନିବାର: ଛାତ୍ରଛାତ୍ରୀଙ୍କୁ ପରିଶ୍ରମର ଫଳ ନିଶ୍ଚୟ ମିଳିବ।

 

କନ୍ୟା – ରବି ସୋମବାର: ଆର୍ଥିକ ସ୍ଥିତିରେ ପ୍ରଗତି ହେବ। ମଙ୍ଗଳ ଓ ବୁଧବାର: ସମ୍ବନ୍ଧରେ ନୂଆ ଚେତନା ସଞ୍ଚାର ହେବ। ଗୁରୁ, ଶୁକ୍ର ଓ ଶନିବାର: କାର୍ଯ୍ୟ କ୍ଷେତ୍ରରେ ନୂଆ ସମ୍ଭାବନା ତଲାସ କରିବେ।

 

ତୁଳା – ରବି ଓ ସୋମବାର: ସାମାଜିକ କାର୍ଯ୍ୟରେ ସଫଳତା ମିଳିବ। ମଙ୍ଗଳ ଓ ବୁଧବାର: ସଞ୍ଚୟ ଅର୍ଥ ବୃଦ୍ଧି ହେବ। ଗୁରୁ, ଶୁକ୍ର ଓ ଶନିବାର: ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢ଼ିବେ।

 

ବିଛା – ରବି ଓ ସୋମବାର: ପ୍ରେମ ପ୍ରସଙ୍ଗରେ ସଫଳତା ପାଇବେ। ମଙ୍ଗଳ ଓ ବୁଧବାର: ସବୁ କାମ ମନମୁତାବକ ହେବ। ଗୁରୁ, ଶୁକ୍ର ଓ ଶନିବାର: ସାମାଜିକ ସ୍ତରରେ ଲୋକପ୍ରିୟତା ବଢ଼ିବ।

 

ଧନୁ – ରବି ଓ ସୋମବାର: ପ୍ରୟାସରେ ସଫଳତା ମିଳିବ। ମଙ୍ଗଳ ଓ ବୁଧବାର: ଆୟ ଅପେକ୍ଷା ଖର୍ଚ୍ଚ ଅଧିକ ହେବ। ଗୁରୁ, ଶୁକ୍ର ଓ ଶନିବାର: ବେପାର ବୃତ୍ତି ସଂକ୍ରାନ୍ତରେ ସ୍ଥିତି ବଢ଼ିଆ ରହିବ।

 

ମକର – ରବି ଓ ସୋମବାର: ଚାକିରିରେ ପଦୋନ୍ନତି ମିଳିପାରେ। ମଙ୍ଗଳ ଓ ବୁଧବାର: ନୂଆ ଶିଖିବାର ଅବସର ମିଳିବ। ଗୁରୁ, ଶୁକ୍ର ଓ ଶନିବାର: ବୈବାହିକ ଜୀବନ ଖୁସିରେ ଭରା ରହିବ।

 

 

କୁମ୍ଭ – ରବି ଓ ସୋମବାର: ପ୍ରଭୁଙ୍କ ପ୍ରତି ଆସ୍ଥା ବଢ଼ିବ। ମଙ୍ଗଳ ଓ ବୁଧବାର: ସମାଜରେ ପ୍ରସିଦ୍ଧି ବଢ଼ିବ। ଗୁରୁ, ଶୁକ୍ର ଓ ଶନିବାର: ଆପଣଙ୍କୁ ରୋଜଗାରର ନୂଆ ଅବସର ମିଳିବ।

 

ମୀନ – ରବି ଓ ସୋମବାର: ସମାଜରେ ଆପଣଙ୍କର ଭଲ ଜଣାଶୁଣା ହେବ। ମଙ୍ଗଳ ଓ ବୁଧବାର: ଧର୍ମ ପ୍ରତି ଆସ୍ଥା ବଢ଼ିବ। ଗୁରୁ, ଶୁକ୍ର ଓ ଶନିବାର: ଉଧାର ଦେଇଥିବା ଅର୍ଥ ପାଇବେ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More