Only for Entertainment

ଜାଣନ୍ତୁ ଆଜିର ରାଶିଫଳ ।

30

ମେଷ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଆପଣ ସକାରାତ୍ମକ ମନୋଭାବ ଅନୁଭବ କରିବେ। ବିଦେଶୀ ସମ୍ବନ୍ଧରେ ଆପଣଙ୍କୁ ଲାଭ ହୋଇପାରେ। ଅଫିସରେ ଆପଣ ନିଜର ମତ ରଖିବାରେ ସଫଳ ହେବେ। ବୈବାହିକ ଜୀବନ ଆନନ୍ଦମୟ ହେବ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀ ଗଣେଶ।

ବୃଷ: ଆପଣଙ୍କ ମନ ଆଧୢାତ୍ମିକ ଦିଗରେ ଲାଗି ରହିବ। ବ୍ୟବସାୟ ଓ ଚାକିରିରେ ଅଧୁରା ସ୍ବପ୍ନ ପୂରା ହୋଇପାରେ। ଭାଇଭଉଣୀଙ୍କ ସହିତ ଉତ୍ତମ ବୁଝାମଣା ରହିବ। କୌଣସି ମନୋର˚ଜନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ପାଟଣେଶ୍ବରୀ।

ମିଥୁନ: ଦିନଟି ଆପଣଙ୍କ ଲାଗି ଦୁଃଖ ଓ ସୁଖ ମିଶ୍ରିତ ହୋଇ ରହିବ। ଆପଣ କିଛି ନୂଆ ଶିକ୍ଷା ଲାଭ କରିବେ। ଧନ ବୃଦ୍ଧିର ସ˚କେତ ପାଇବେ। ଅଫିସରେ କାମ ଭାବିଚିନ୍ତି କରନ୍ତୁ। ସ୍ବାସ୍ଥ୍ୟ ପ୍ରତି ସାବଧାନ ରହନ୍ତୁ। ଛାତ୍ରଙ୍କୁ ଆଜି ଅଧିକ ପରିଶ୍ରମ କରିବାକୁ ପଡ଼ିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

କର୍କଟ: ଆଗକୁ ବଢ଼ିବାର ଦିନଟିଏ। ରାଜନୀତିରେ ସୀମା ବଢ଼ାଇବେ। ଅପରିଚିତଙ୍କ ସହିତ ସ˚ପର୍କ ସ୍ଥାପନ ହେବ; ଯାହା ଦ୍ବାରା ଭବିଷ୍ୟତରେ ଯଥେଷ୍ଟ ଲାଭ ମିଳିବ। କଳାକାରଙ୍କୁ କୌଣସି ନୂଆ କାର୍ଯ୍ୟକ୍ରମ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଅମ୍ବିକା।

ସି˚ହ: ନୂଆ ବେପାରରେ ପିତା ଓ ଭାଇଙ୍କ ସହଯୋଗ ମିଳିବ। ଜମିରେ ଲାଗି ରହିଥିବା ବିବାଦର ସମାଧାନ ହେବ। ଆପଣଙ୍କ ଯୋଜନାକୁ ନେଇ ସିନିୟରଙ୍କ ସହିତ କଥାବାର୍ତ୍ତା କରନ୍ତୁ, ଲାଭ ହେବ। ଦାମ୍ପତ୍ୟ ଜୀବନରେ ସୁଖୀ ରହିବେ। ଶୁଭରଙ୍ଗ: ଗୋଲାପି। ଆରାଧନା: ମାଆ ବିରଜା।

କନ୍ୟା: ଦିନଟି ଆପଣଙ୍କ ପାଇଁ ଠିକ୍‌ଠାକ୍‌ ରହିବ। ଆଗକୁ ବଢ଼ିବା ପାଇଁ ନୂଆ ସୁଯୋଗ ନଜରକୁ ଆସିବ। ସ˚ସ୍ଥାରେ ପରିଯୋଜନା‌େର ଧୢାନକେନ୍ଦ୍ରିତ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ସମାଜ ସେବାରେ ସମୟ ଦେବେ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ସମଲେଶ୍ବରୀ।

ତୁଳା: ମାତାପିତାଙ୍କ ପରାମର୍ଶ ନେଇ ଆଗକୁ ବଢ଼ନ୍ତୁ, ସଫଳତା ମିଳିବ। କ˚ପାନିରେ ଚାକିରି କରୁଥିବା ବ୍ୟକ୍ତି ବିଶେଷଙ୍କର ପଦୋନ୍ନତି ହୋଇପାରେ। ବ୍ୟବସାୟରେ ଆଶାଠୁଁ ଅଧିକ ଲାଭ ପାଇବେ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସୁରେଶ୍ବରୀ।

ବିଛା: ଆର୍ଥିକ ଲାଭ ଓ ଉନ୍ନତି ଯୋଗ ପ୍ରବଳ ରହିଛି। ଆପଣଙ୍କ କାମରେ ସକାରାତ୍ମକତା ନଜରକୁ ଆସିବ। ସରକାରୀ ଚାକିରିରେ ଥିବା ବ୍ୟକ୍ତି ବିଶେଷ ସୁଖବର ପାଇବେ। ବ୍ୟବସାୟୀଙ୍କୁ ବଡ଼ ଅର୍ଡର ମିଳିବ। ପ୍ରିୟ ବନ୍ଧୁଙ୍କ ଠାରୁ ଉପହାର ପାଇବେ। ଶୁଭରଙ୍ଗ: ମାଜେଣ୍ତା। ଆରାଧନା: ସୂର୍ଯ୍ୟଦେବ।

ଧନୁ: ଇଷ୍ଟଦେବ ଆପଣଙ୍କ ଉପରେ ପ୍ରସନ୍ନ ଅଛନ୍ତି। ଅନ୍ୟମାନଙ୍କ ସହିତ ସହଜ ଭାବେ କାମ କରି ପାରିବେ। ରାଜନୀତି କ୍ଷେତ୍ରରେ ଯେଉଁମାନେ ସକ୍ରିୟ ଅଛନ୍ତି ସେମାନଙ୍କୁ ଲାଭ ପ୍ରାପ୍ତ ହେବ। ସ˚ପର୍କୀୟଙ୍କ ଠାରୁ ଶୁଭ ଖବର ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସୁରେଶ୍ବରୀ।

ମକର: ଦିନଟି ଆପଣଙ୍କ ଲାଗି ସକାରାତ୍ମକ ରହିବ। ସାମାଜିକ ଉତ୍ସବରେ ସହଯୋଗ କରିବେ। ବ୍ୟବସାୟରେ ଉନ୍ନତି ଲାଗି ନୂଆ ରଣକୌଶଳ ପ୍ରସ୍ତୁତ କରିବେ। ମନର କଥା ମନରେ ରଖନ୍ତୁ; ସଫଳତା ପାଇବେ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ମଙ୍ଗଳା।

କୁମ୍ଭ: ଆଜି ଆପଣଙ୍କର ଆତ୍ମବିଶ୍ବାସ ବଢ଼ିବ। ବ୍ୟବସାୟିକ କାମରେ ଦୂରସ୍ଥାନକୁ ଯାତ୍ରା କରିବେ। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଅଫିସରେ କିଛି ବଡ଼ ସଉଦା କରିବାର ସୁଯୋଗ ମିଳିବ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ଭଲ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କାଳୀଜାଈ।

ମୀନ: ଆଜି ଆପଣଙ୍କର ଅଧିକତର କାମ ପୂରା ହୋଇଯିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ସାମାଜିକ କାମରେ ଆପଣଙ୍କର ଯୋଗଦାନ ପାଇଁ ପୁରସ୍କାର ମିଳିବ। ଅଫିସରେ ଆପଣଙ୍କର କର୍ତ୍ତୃତ୍ବ ବଢ଼ିବ। ଶୁଭରଙ୍ଗ: ସବୁଜ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More