Only for Entertainment

ଜାଣନ୍ତୁ ଆଜିର ରାଶିଫଳ ।

166

ମେଷ: ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ବାକ୍ ସ˚ଯମ ରଖନ୍ତୁ। କାହାରିକୁ ଅପଶଦ୍ଦ କୁହନ୍ତୁ ନାହିଁ। କୌଣସି କାମରେ ଅଧିକ ପରିଶ୍ରମ ଓ ସମୟ ଲାଗିବ। ବୈବାହିକ ଜୀବନରେ ମଧୁରତା ବଢ଼ିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଲିଙ୍ଗରାଜ।

ବୃଷ: ଦିନଟି ଆପଣଙ୍କ ଲାଗି ଅନୁକୂଳ। ଆପଣଙ୍କର ଦାୟିତ୍ବ ବୃଦ୍ଧି ହେବାର ସମ୍ଭାବନା। ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ହେବ। ବ୍ୟବସାୟ ପାଇଁ ନୂଆ ସୁଯୋଗ ମିଳିବ। ବିଜ୍ଞାନ ଛାତ୍ର କିଛି ନୂଆ ଶିକ୍ଷା ଲାଭ କରିବେ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ଶ୍ରୀଗଣେଶ।

ମିଥୁନ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କର ସ୍ଥଗିତ ଥିବା କାମ ପୂରା ହେବ। ସମାଜରେ ଆପଣଙ୍କର ସମ୍ମାନ ବଢ଼ିବ। ଚାକିରିଆଙ୍କୁ ଲାଭ ମିଳିବାର ସମ୍ଭାବନା ରହିଛି। ପ୍ରେମ ପ୍ରସଙ୍ଗରେ ପ୍ରଗାଢ଼ତା ଆସିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା କପିଳାସ।

କର୍କଟ: ଦିନଟି ଆପଣଙ୍କ ପାଇଁ ସହଜ ହେବ। ପଇସାର ଚାପ ସମାପ୍ତ ହୋଇଯିବ। କ୍ୟାରିଅରରେ ଆଗକୁ ବଢ଼ିବା ଲାଗି ନୂଆ ସୁଯୋଗ ମିଳିବ। ବ୍ୟବସାୟରେ ନୂଆ ଚୁକ୍ତି ହେବ। ସନ୍ଧ୍ୟାରେ ପରିବାର ଲୋକଙ୍କ ସହିତ ମଉଜମସ୍ତିରେ ସମୟ କଟିବ। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ସି˚ହ: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। କୌଣସି ଜରୁରୀ କାମ ଧନ୍ଦାରେ ଯାତ୍ରାର ଯୋଗ ରହିଛି। ଅଫିସରେ କୗଣସି ବଡ଼ ପରିଯୋଜନା ସମୟରେ ପୂରା ହେବ। ଦାଂପତ୍ୟ ଜୀବନରେ ସୁଖଦ ସ୍ଥିତି ଗଢ଼ଣ ହେବ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

କନ୍ୟା: ଆଜି ଆପଣଙ୍କୁ ମାନସିକ ଶାନ୍ତି ମିଳିବ। କ୍ରୀଡ଼ା କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ ଲାଭର ସୁଯୋଗ ମିଳିବ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ମହିଳାମାନଙ୍କୁ ପରିଶ୍ରମର ବଳ ଉପରେ ସଫଳତା ମିଳିବ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଶାରଳା।

ତୁଳା: ମାତା ପିତା ଆପଣଙ୍କର ପ୍ରତିଟି ପଦକ୍ଷେପରେ ସାଥୀରେ ଛିଡ଼ା ହେବେ। ବ୍ୟବସାୟରେ ଆଶାଠୁଁ ଅଧିକ ଲାଭ ପାଇବେ। ଅଫିସରେ ଆପଣଙ୍କର ସ୍ଥିତି ମଜଭୁତ ହେବ। ଆଇନ ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭୈରବୀ।

ବିଛା: ବଡ଼ ଭାଇ ଭଉଣୀଙ୍କ ସାହାଯ୍ୟ ସହଯୋଗ ପାଇବେ। ମନରେ ଲାଗିରହିଥିବା ଓଲଟପାଲଟ ଚିନ୍ତାଧାରା ସମାପ୍ତ ହୋଇଯିବ। ଅଫିସ ତରଫରୁ ବାହାରକୁ ଯିବାର ସୁଯୋଗ ମିଳିବ। ପ୍ରିୟତମଙ୍କ ସହିତ ବୁଝାମଣା ଠିକ୍‌ ରହିବ। ଶୁଭରଙ୍ଗ: ଲାଲ। ଆରାଧନା: ମହାଲକ୍ଷ୍ମୀ।

ଧନୁ: ଆପଣଙ୍କ ଲାଗି କୌଣସି ଫଇସଲା କରିବା କଠିନ ହୋଇପାରେ। ଦୂରସ୍ଥାନକୁ ଯାତ୍ରାରେ ଯିବେ। ନିଜ କାମରେ ଅଧିକ ପଇସା ଖର୍ଚ୍ଚ ହେବାରୁ ବିରକ୍ତି ରହିବେ। ଜୀବନସାଥୀଙ୍କ ସହିତ ସମ୍ବନ୍ଧରେ ମଧୁରତା ବଜାୟ ରଖନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭୈରବୀ।

ମକର: ଭାଗ୍ୟର ସହଯୋଗ ପାଇବେ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବର ସମ୍ଭାବନା। ରାଜନୀତିରେ ପ୍ରାଧୢାନ୍ୟ ବଢ଼ିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ଜୀବନସାଥୀଙ୍କ ଠାରୁ ପର୍ଯ୍ୟାପ୍ତ ପ୍ରେମ ପାଇବେ। ଶୁଭରଙ୍ଗ: କଫିରଙ୍ଗ। ଆରାଧନା: ଶ୍ରୀକୃଷ୍ଣ।

କୁମ୍ଭ: ଧାର୍ମିକ ତଥା ଆଧୢାତ୍ମିକ କାର୍ଯ୍ୟରେ ସମୟ ବିତିବ। ଆପଣ କୌଣସି ପାରିବାରିକ ସମାରୋହକୁ ଯିବେ। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। ଉନ୍ନତି ପାଇଁ ବିଭିନ୍ନ ରାସ୍ତା ସାମାନାକୁ ଆସିବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ବିରଜା।

ମୀନ: ଆପଣଙ୍କ ଭାବନାରେ ସକାରାତ୍ମକ ବଜାୟ ରଖନ୍ତୁ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହେବ। ଅଫିସ ତରଫରୁ ବାହାରକୁ ଯିବାର ସୁଯୋଗ ମିଳିବ। ବ୍ୟବସାୟରେ ନୂଆ ପ୍ରସ୍ତାବ ପାଇବେ। ବିବାହିତଙ୍କ ଲାଗି ଦିନଟି ବଢ଼ିଆ ରହିବ। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ମାଆ ତାରିଣୀ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More