Only for Entertainment

ଓଡିଶୀ ସଂଗୀତଜ୍ଞ ଶ୍ୟାମାମଣି ଦେବୀ ଓ ଦାସକାଠିଆ ଶିଳ୍ପୀ ଉପେନ୍ଦ୍ର କୁମାର ପାଣିଗ୍ରାହୀ ପାଇବେ ‘ଉପେନ୍ଦ୍ର ଭଞ୍ଜ ସମ୍ମାନ’

sambad
17

ବିଶିଷ୍ଟ ଓଡ଼ିଶୀ ସଂଗୀତଜ୍ଞ ଶ୍ୟାମାମଣି ଦେବୀ ଏବଂ ଦାସକାଠିଆ ଶିଳ୍ପୀ ଉପେନ୍ଦ୍ର କୁମାର ପାଣିଗ୍ରାହୀ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମିର ସର୍ବୋଚ୍ଚ ପୁରସ୍କାର ‘କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ’ ପାଇବାକୁ ମନୋନୀତ ହୋଇଛନ୍ତି। ୨୦୧୭-୧୮ ବର୍ଷ ପାଇଁ କଟକର ବିଶିଷ୍ଟ କଣ୍ଠଶିଳ୍ପୀ ଶ୍ୟାମାମଣି ଦେବୀ ଏବଂ ୨୦୧୮-୧୯ ପାଇଁ ଗଞ୍ଜାମର ଉପେନ୍ଦ୍ର କୁମାର ପାଣିଗ୍ରାହୀ ‘କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ’ ପାଇବାକୁ ମନୋନୀତ ହୋଇଛନ୍ତି।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More