ଘରେ ପ୍ରସ୍ତୁତ କରନ୍ତୁ ସୋୟାବିନ ମନଚୁରିଆନ
ଆବଶ୍ୟକ ସାମଗ୍ରୀ: ସୋୟାବିନ, କର୍ଣ୍ଣଫ୍ଲୋର, ଲଙ୍କା ଗୁଣ୍ଡ, ଗୋଲମରିଚ, ପିଆଜ, ଶିମଳା ଲଙ୍କା, ଚିଲି ସସ୍, ସୋୟା ସସ୍, ରସୁଣ, ଅଦା, କଟା ପିଆଜ, କଞ୍ଚାଲଙ୍କା, ଟମାଟୋ ସସ୍, ଲୁଣ ଓ ତେଲ
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ସୋୟାବିନକୁ ଗରମ ପାଣିରେ ତିନି ଚାରି ମିନିଟ ବତୁରାଇ ଦିଅନ୍ତୁ । ଏହାପରେ ସୋୟାବିନ ଗୁଡ଼ିକୁ ପାଣିରୁ କାଢି ନିଅନ୍ତୁ। ଏକ ପାତ୍ରରେ ବତୁରି ଯାଇଥିବା ସୋୟାବିନକୁ କର୍ଣ୍ଣଫ୍ଲୋର, ଲୁଣ, ଲଙ୍କାଗୁଣ୍ଡ ଓ ଗୋଲମରିଚ ଗୁଣ୍ଡ ପକାଇ କିଛି ସମୟ ପର୍ଯ୍ୟନ୍ତ ରଖିଦିଅନ୍ତୁ।