Only for Entertainment

ଜାଣନ୍ତୁ ଆଜିର ରାଶିଫଳ

30

ମେଷ: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ରହିବେ। ଚାକିରିଆଙ୍କୁ ବିଶେଷ ସଫଳତା ହାସଲ ହେବ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ବଢ଼ିଆ ହେବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ନାରାୟଣୀ।

ବୃଷ: ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। ବନ୍ଧୁଙ୍କ ମାଧୢମରେ କିଛି ଆଶା ପୂରଣ ହେବ। ଲିଖନ କାର୍ଯ୍ୟରେ ରୁଚି ରହିବ। ବ୍ୟବସାୟରେ ଆଗକୁ ବଢ଼ିବେ। ପିଲା ମାନଙ୍କ ସହିତ ସହରକୁ ଜିନିଷପତ୍ର କିଣିବାକୁ ଯିବେ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଲିଙ୍ଗରାଜ।

ମିଥୁନ: ଆଜି ଆପଣ ସକାରାତ୍ମକ ଊର୍ଜା ଅନୁଭବ କରିବେ। ନିଜ କାମରେ ନିଜେ ଫଇସଲା କରି ସନ୍ତୁଷ୍ଟ ହେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ ନୂଆ ଦାୟିତ୍ବ ଅର୍ପଣ କରିବେ। ପରିବାରରେ ସୁଖ ଶାନ୍ତି ବୃଦ୍ଧି ହେବ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଭଦ୍ରକାଳୀ।

କର୍କଟ: ଦିନଟି ଖୁସି ଭରା ରହିବ। ପ୍ରତ୍ୟେକ ବ୍ୟକ୍ତି ଆପଣଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ଆପଣଙ୍କ ଉନ୍ନତି ପଥରେ ଲାଗି ରହିଥିବା ବାଧା ଦୂର ହେବ। ସମାଜରେ ମାନ ସମ୍ମାନ ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ତାରିଣୀ।

ସି˚ହ: ସାରା ଦିନ ପ୍ରସନ୍ନ ରହିବେ। ଅଫିସରେ ସହଯୋଗୀଙ୍କ ସହଯୋଗ ପାଇବେ। ନୂଆ କାରବାରରେ ପୁଞି ନିବେଶ କରିବେ। ରାଜୀନତିରେ ଲାଭ ମିଳିବାର ସ୍ଥିତି ଉତ୍ପନ୍ନ ହେବ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ବଢ଼ିଆ ରହିବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମହାଲକ୍ଷ୍ମୀ

କନ୍ୟା: ପରିବାରରେ ବଡ଼ଙ୍କ ଠାରୁ ସହଯୋଗ ପାଇବେ। ଯାହା ବି କାମ କରିବେ ସଫଳତା ପାଇବେ। ଆପଣଙ୍କ ସ୍ବଭାବ ଅନ୍ୟମାନଙ୍କୁ ପ୍ରଭାବିତ କରିବ। ବ୍ୟବସାୟରେ ଆଶାଜନକ ଫଳ ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

ତୁଳା: ବ୍ୟବସାୟ ଓ ଚାକିରି ସମ୍ବନ୍ଧିତ କାମ ପୂରା ହେବ। ଆର୍ଥିକ ସ୍ଥିତି ମଜଭୁତ ହେବ। କୌଣସି ଖୁସି ଖବର ପାଇବେ। ବନ୍ଧୁମାନଙ୍କ ମେଳରେ ଆପଣଙ୍କ ମାନସମ୍ମାନ ବଢ଼ିବ। ପାରିବାରିକ ଜୀବନ ସୁଖମୟ ହେବ। ଶୁଭରଙ୍ଗ: କଫିରଙ୍ଗ। ଆରାଧନା: ଶ୍ରୀକୃଷ୍ଣ।

ବିଛା: ଇଷ୍ଟଦେବଙ୍କ ଆରାଧନା କରନ୍ତୁ ଲାଭ ହେବ। ସାମାଜିକ ସ˚ଗଠନ କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ଅନ୍ୟ ମାନଙ୍କ ସହିତ କଥାବାର୍ତ୍ତାରେ ଶାଳୀନତା ରଖନ୍ତୁ। ଛାତ୍ରୀଙ୍କୁ ସହପାଠୀଙ୍କ ସହଯୋଗ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

ଧନୁ: ନିଜ ଉପରେ ବିଶ୍ବାସ ରଖନ୍ତୁ। କୋର୍ଟ କଚେରି ମାମଲା ବଢ଼ିଆ ଭାବେ ପୂରା ହେବ। ରାଜନୀତିରେ ବଡ଼ ଦାୟିତ୍ବ ମିଳିପାରେ। ପ୍ରେମ ସମ୍ବନ୍ଧରେ କୌଣସି ମନୋକାମନା ପୂରଣ ହେବ। ଶୁଭରଙ୍ଗ: କମଳାରଙ୍ଗ। ଆରାଧନା: ସୂର୍ଯ୍ୟଦେବ।

ମକର: ବ୍ୟବସାୟ ପାଇଁ ଭଲ ସୁଯୋଗ ମିଳିବ। ଆପଣଙ୍କ ଯାତ୍ରା ମଙ୍ଗଳମୟ ଓ ସୁଖଦ ରହିବ। ଶିକ୍ଷା ଓ ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିବାର ପ୍ରବଳ ଯୋଗ ରହିଛି। ପ୍ରିୟ ବନ୍ଧୁଙ୍କ ସହିତ ସିନେମା ଦେଖିବାକୁ ଯିବେ। ଶୁଭରଙ୍ଗ: ଧଳା। ଆରାଧନା: ବାବା କପିଳାସ।

କୁମ୍ଭ: ମନ ଆନନ୍ଦିତ ରହିବ। ବନ୍ଧୁ ଓ ଜୀବନସାଥୀ ଉଭୟଙ୍କ ସହଯୋଗ ପାଇବେ। ବିଭିନ୍ନ ପ୍ରକାର ସ୍ଥିତିରେ ମୁକାବିଲା କରିବାର ସକ୍ଷମ ହେବେ। ଆର୍ଥିକ ଲାଭ ଓ ଉନ୍ନତିର ଯୋଗ ପ୍ରବଳ ରହିଛି। ଶୁଭରଙ୍ଗ: ନୀଳ। ଆରାଧନା: ମହାଲକ୍ଷ୍ମୀ।

ମୀନ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ବ୍ୟବସାୟ ବୃଦ୍ଧି ଲାଗି ଆପଣଙ୍କ ଦିମାକରେ ଯେଉଁ ବିଚାର ଆସିବ ତାହା ସଫଳ ହେବ। କ˚ପ୍ୟୁଟର ଇ˚ଜିନିୟରଙ୍କୁ ବିଦେଶରେ ଚାକିରି ମିଳିବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ସୂର୍ଯ୍ୟଦେବ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More