Only for Entertainment

ଜାଣନ୍ତୁ ଆଜିର ରାଶିଫଳ

21

ମେଷ: ଆପଣଙ୍କୁ ଲାଭର କିଛି ଅବସର ପ୍ରାପ୍ତ ହେବ। ଚାକିରିରେ କର୍ତ୍ତୃତ୍ବ ବଢ଼ିବ। ବୈବାହିକ ଜୀବନରେ ପରିସ୍ଥିତି ଅନୁକୂଳ ରହିବ। ସନ୍ଧ୍ୟା ସୁଦ୍ଧା କୌଣସି ଶୁଭ ଖବର ପାଇବେ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୪।

 

ବୃଷ: ମାଆଙ୍କ ସ୍ନେହ ଆପଣଙ୍କ ଲାଗି ବରଦାନ ସାବ୍ୟସ୍ତ ହେବ। ଭଲ ପ୍ରଦର୍ଶନର ପ୍ରଭାବ କ୍ୟାରିୟର ଉପରେ ପରିଷ୍କାର ଦେଖାଦେବ। ବେପାରୀଙ୍କୁ ଲାଭ ମିଳିବ। ଶୁଭରଙ୍ଗ: ଗୋଲାପୀ। ଶୁଭସ˚ଖ୍ୟା: ୨।

 

 

ମିଥୁନ: ନୂଆ ପରିଯୋଜନାର ଶୁଭାରମ୍ଭ କରିପାରନ୍ତି। ସରକାରୀ କ୍ଷେତ୍ରରେ ସ୍ଥଗିତ ଥିବା କାମ ପୂରା ହେବ। ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ବଢ଼ିଆ ହେବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୫।

 

କର୍କଟ: ପରିବାରରେ ଆପଣଙ୍କ ସ୍ବଭାବର ପ୍ରଶ˚ସା ହେବ। ବ୍ୟବସାୟୀଙ୍କୁ ଧନଲାଭର ସୁଯୋଗ ମିଳିବ। ପ୍ରେମ ସମ୍ବନ୍ଧରେ ସତେଜତା ଅନୁଭବ କରିବେ। ଶୁଭରଙ୍ଗ : ଘିଅ ରଙ୍ଗ। ଶୁଭସ˚ଖ୍ୟା: ୬।

 

ସି˚ହ: ଲକ୍ଷ୍ୟ ହାସଲ ପାଇଁ ଅଗ୍ରସର ହେବେ। ଆର୍ଥିକ ଲାଭ ମିଳିବା ହେତୁ ମନ ଖୁସି ରହିବ। ଅଫିସରେ ବଢ଼ିଆ ବାତାବରଣ ଆପଣଙ୍କୁ ଖୁସି କରାଇପାରେ। ଶୁଭରଙ୍ଗ: ଗୋଲାପୀ। ଶୁଭସ˚ଖ୍ୟା: ୪।

 

କନ୍ୟା: ଆପଣଙ୍କର ଆତ୍ମବିଶ୍ବାସ ଅତୁଟ ରହିବ। ଭାଗୀଦାରିଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଅଚାନକ କୌଣସି ଶୁଭ ଖବର ପାଇବେ। ପରିବାରରେ ଏକତା ଓ ପ୍ରେମ ବଢ଼ିବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୫।

 

ତୁଳା: ଆପଣ ଖୁସ୍‌ ମିଜାଜ‌େର ରହିବେ। ଜୀବନସାଥୀଙ୍କ ପୂରା ସହଯୋଗ ପାଇବେ। ବିତ୍ତୀୟ ମାମଲାରେ ବୁଦ୍ଧିମତ୍ତାରେ କାମ କରନ୍ତୁ। ବ୍ୟାବସାୟିକ କାମରେ ଯାତ୍ରାରେ ଯିବେ। ଶୁଭରଙ୍ଗ: ଧୂସର। ଶୁଭସ˚ଖ୍ୟା: ୧।

 

ବିଛା: କାର୍ଯ୍ୟକ୍ଷେତ୍ରରେ ଭଲ ନୀତି ତିଆରି କରି କାମ କରିବେ। ରାଜନୀତିରେ ସଫଳତା ମିଳିବ। ଦାମ୍ପତ୍ୟ ସମ୍ବନ୍ଧ ମଧୁର ରହିବ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୨।

 

ଧନୁ: ଦିନଟି ଖୁସିଭରା ରହିବ। ବଜାରକୁ ଯିବା ବାଟରେ ପୁରୁଣା ମିତ୍ରଙ୍କ ସହିତ ଭେଟ ହେବ। ଉନ୍ନତିର ନୂଆ ରାସ୍ତା ଖୋଲିବାର ସମ୍ଭାବନା ରହିଛି। ଶୁଭରଙ୍ଗ: ସବୁଜ। ଶୁଭସ˚ଖ୍ୟା: ୬।

 

ମକର: ପୂଜାପାଠରେ ମନକୁ ଶାନ୍ତି ମିଳିବ। ଚାକିରିଜୀବୀଙ୍କ ପାଇଁ ଆଗକୁ ବଢ଼ିବା ଲାଗି ସୁବର୍ଣ୍ଣ ସୁଯୋଗ ରହିଛି। ବ୍ୟବସାୟରେ ଆପଣଙ୍କୁ ଲାଭ ମିଳିବ। ଶୁଭରଙ୍ଗ: ଗୋଲାପୀ। ଶୁଭସ˚ଖ୍ୟା: ୯।

 

କୁମ୍ଭ: ଆପଣଙ୍କର ଅଧିକ ସମୟ ଆତ୍ମଚିନ୍ତନରେ କଟିବ। କୌଣସି କାମ ପାଇଁ ସରକାରୀ ଅଫିସକୁ ଯା’ଆସ କରିବେ। ବ୍ୟବସାୟରେ ଭାଗୀଦାରିଙ୍କ ସହିତ ଯୁକ୍ତିତର୍କ ହୋଇପାରେ। ଶୁଭରଙ୍ଗ: ନୀଳ। ଶୁଭସ˚ଖ୍ୟା: ୮।

 

ମୀନ: ଆଗକୁ ବଢ଼ି ଚାଲନ୍ତୁ, ପରିସ୍ଥିତି ଆପଣଙ୍କ ପକ୍ଷରେ ହେବ। ନୂଆ ଲୋକଙ୍କ ସହିତ ସାକ୍ଷାତ୍‌ ଆଲୋଚନା ଲାଭପ୍ରଦ ହେବ। ପ୍ରେମରେ ସଫଳତା ମିଳିବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୭।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More